ଶ୍ରୀମନ୍ଦିରରେ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

The Sakala Picture
Published On

ପୁରୀ : ଆଜି ଚୈତ୍ର ଶୁକ୍ଳ ତୃତୀୟା ତିଥିରେ ଶ୍ରୀମନ୍ଦିରରେ  ଶ୍ରୀଜିଉମାନଙ୍କ ‘ବନକ ଲାଗି’ ବା ‘ଶ୍ରୀମୁଖ ସିଂହାର’ ନୀତି ଅନୁଷ୍ଠିତ ହେବ। ବନକ ଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ପରେ ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ଯାଏ ପ୍ରାୟ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହି ବନକ ଲାଗି ନୀତିରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। […]

ପୁରୀ : ଆଜି ଚୈତ୍ର ଶୁକ୍ଳ ତୃତୀୟା ତିଥିରେ ଶ୍ରୀମନ୍ଦିରରେ  ଶ୍ରୀଜିଉମାନଙ୍କ ‘ବନକ ଲାଗି’ ବା ‘ଶ୍ରୀମୁଖ ସିଂହାର’ ନୀତି ଅନୁଷ୍ଠିତ ହେବ। ବନକ ଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ପରେ ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ଯାଏ ପ୍ରାୟ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: ବରଗଡ଼ରେ କାଳବୈଶାଖୀର ତାଣ୍ଡବ: ଟଳିପଡ଼ିଲା ଧନୁଯାତ୍ରା ସୌନ୍ଦର୍ଯ୍ୟକରଣ ଗେଟ୍, ୨ ଆହତ

ଏହି ବନକ ଲାଗି ନୀତିରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସୂଚନା ଦେଇଛି ।

ଆହୁରି ପଢ଼ନ୍ତୁ: ଭଡ଼ା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

15 Apr 2021 By The Sakala

ଶ୍ରୀମନ୍ଦିରରେ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ : ଆଜି ଚୈତ୍ର ଶୁକ୍ଳ ତୃତୀୟା ତିଥିରେ ଶ୍ରୀମନ୍ଦିରରେ  ଶ୍ରୀଜିଉମାନଙ୍କ ‘ବନକ ଲାଗି’ ବା ‘ଶ୍ରୀମୁଖ ସିଂହାର’ ନୀତି ଅନୁଷ୍ଠିତ ହେବ। ବନକ ଲାଗି ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ପରେ ଅପରାହ୍ନ ୪ଟାରୁ ସନ୍ଧ୍ୟା ୮ଟା ଯାଏ ପ୍ରାୟ ୪ ଘଣ୍ଟା ଧରି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଏହି ବନକ ଲାଗି ନୀତିରେ ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। ଦ୍ୱିତୀୟ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସୂଚନା ଦେଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର