ନବମ ଓ ଦଶମ ଶ୍ରେଣୀ ସିଲାବସରେ ସ୍ଥାନ ପାଇଲା ‘ବନ୍ଦେ ଉତ୍କଳ ଜନନୀ’

The Sakala Picture
Published On

ଭୁବନେଶ୍ୱର: ସ୍କୁଲରେ ଛାତ୍ରଛାତ୍ରୀ ପଢ଼ିବେ ‘ବନ୍ଦେ ଉତ୍କଳ ଜନନୀ’ । ନବମ ଓ ଦଶମ ଶ୍ରେଣୀ ସିଲାବସରେ ସ୍ଥାନ ପାଇଲା ‘ବନ୍ଦେ ଉତ୍କଳ ଜନନୀ’ । ସୂଚନା ମୁତାବକ ମାତୃଭାଷା ଓଡ଼ିଆ ବିଷୟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନିତ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ନବୀନ ପଟ୍ଟନାୟକଙ୍କ ୮୦ତମ ଜନ୍ମଦିନ; ଲୋକପ୍ରିୟତାର ସଂଜ୍ଞା, ଜନ ନାୟକର ପରିଭାଷା ସବୁ ନବୀନଙ୍କ ଭିତରେ ସମାହିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର