କଂଗ୍ରେସରୁ ଇସ୍ତଫା ଦେଲେ ବାପି ସର୍ଖେଲ

The Sakala Picture
Published On

ପାରାଦୀପ: କଂ‌ଗ୍ରେସକୁ ଆଉ ଏକ ଝଟ୍‌କା  ବାପି ସର୍ଖେଲ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ପିସିସି ସଭାପତିଙ୍କପାଖକୁ ପଠାଇ ଦେଇଛନ୍ତି। କିଛି ଦିନ ତଳେ ବାପିଙ୍କ ସ୍ତ୍ରୀ ମନିଦୀପା ବିଜେଡ଼ିରେ ଯୋଗ ଦେଇଥିଲେ। ତେବେ ବାପି କହିଛନ୍ତି ମୁଁ ଶ୍ରମିକଙ୍କ ଉନ୍ନତି ପାଇଁ କାର୍ଯ୍ୟ କରିବାକୁ ରାଜନୀତିରୁ ଇସ୍ତିଫା ଦେଇଛି।

ଆହୁରି ପଢ଼ନ୍ତୁ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ, ହେଲା 'ଆଞ୍ଚଳିକ ବିଦ୍ୟାଳୟ ଶିକ୍ଷା ନିର୍ଦ୍ଦେଶାଳୟ'

ଆହୁରି ପଢ଼ନ୍ତୁ: ପୌରସଂସ୍ଥା ଏବଂ ସ୍ମାର୍ଟ ସିଟି ଲିମିଟେଡ୍‌ଗୁଡ଼ିକର ଆର୍ଥିକ କ୍ଷମତାକୁ ବୃଦ୍ଧି କଲେ ରାଜ୍ୟ ସରକାର

04 Apr 2024 By The Sakala

କଂଗ୍ରେସରୁ ଇସ୍ତଫା ଦେଲେ ବାପି ସର୍ଖେଲ

ପାରାଦୀପ: କଂ‌ଗ୍ରେସକୁ ଆଉ ଏକ ଝଟ୍‌କା  ବାପି ସର୍ଖେଲ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ରକୁ ପିସିସି ସଭାପତିଙ୍କପାଖକୁ ପଠାଇ ଦେଇଛନ୍ତି। କିଛି ଦିନ ତଳେ ବାପିଙ୍କ ସ୍ତ୍ରୀ ମନିଦୀପା ବିଜେଡ଼ିରେ ଯୋଗ ଦେଇଥିଲେ। ତେବେ ବାପି କହିଛନ୍ତି ମୁଁ ଶ୍ରମିକଙ୍କ ଉନ୍ନତି ପାଇଁ କାର୍ଯ୍ୟ କରିବାକୁ ରାଜନୀତିରୁ ଇସ୍ତିଫା ଦେଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର