ବାରଙ୍ଗ ଥାନା ଏଏସଆଇ ଅଶୋକ ପ୍ରଧାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

The Sakala Picture
Published On

କଟକ: ବାରଙ୍ଗ ଥାନା ଏଏସଆଇ ଅଶୋକ ପ୍ରଧାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ନନ୍ଦନକାନନର ପଦାସାହିରେ ଥିବା ନିଜ ଘରୁ ତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଖବରପାଇ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଜାରି ରଖିଛି । ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର