ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ

The Sakala Picture
Published On

ବରଗଡ଼: ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ (ଏଲି)। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ସେ। ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ ଗୋପାଳ ସାହୁ ବରଗଡ଼ ଧନୁଯାତ୍ରାର ସପ୍ତମ କଂସ ଭାବରେ ଅଭିନୟ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। […]

ବରଗଡ଼: ପରଲୋକରେ ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁ (ଏଲି)। ୭୦ ବର୍ଷ ବୟସରେ ଆଜି ତାଙ୍କ ପରଲୋକ ଘଟିଛି। କିଛି ଦିନ ହେବ ସେ ମଧୁମେହ ରୋଗରେ ପୀଡ଼ିତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ୨୫ ବର୍ଷ ଧରି ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରିଥିଲେ ସେ।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ ଗୋପାଳ ସାହୁ ବରଗଡ଼ ଧନୁଯାତ୍ରାର ସପ୍ତମ କଂସ ଭାବରେ ଅଭିନୟ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ୧୯୮୪ ମସିହାରୁ ୨୦୦୮ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ସେ ୨୩ ଥର ଅଭିନୟ କରିବାର ସୁଯୋଗ ପାଇଥିଲେ। ପେଶାରେ ସେ ଜଣେ ପୁଲିସ ଅଧିକାରୀ ଥିଲେ। ହେଲେ ନିଶା ତାଙ୍କର ଥିଲା ଅଭିନୟ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

 

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର