ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବରଗଡ଼ରେ ଚାଞ୍ଚଲ୍ୟ: ଘର ଭିତରୁ ୩ ଜଣଙ୍କ ମୃତଦେହ ଉଦ୍ଧାର

The Sakala Picture
Published On

ବରଗଡ: ବରଗଡ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ଆଖିଫୁଟା ଗାଁରେ ବନ୍ଦ ଘର ଭିତରୁ ୩ ଜଣଙ୍କ ମୃତଦେହ ଠାବ ହୋଇଛି। ଘରେ ସ୍ବାମୀ ଓ ୨ ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ ଠାବ ହୋଇଛି। ୩ ଜଣଙ୍କ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ରହିଥିବା ସୂଚନା । ପାରିପାର୍ଶ୍ବିକ ସ୍ଥିତିରୁ ହତ୍ୟା ସନ୍ଦେହ କରାଯାଉଛି। ତେବେ କିଏ ଓ କାହିଁକି ହତ୍ୟାକାଣ୍ଡ ଘଟାଇଲା ତାହା ଜଣାପଡି ନାହିଁ। ଖବର ପାଇ ଘଟଣା ସ୍ଥଳରେ ଭେଡେନ ପୁଲିସ ପହଞ୍ଚି […]

ବରଗଡ: ବରଗଡ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ଆଖିଫୁଟା ଗାଁରେ ବନ୍ଦ ଘର ଭିତରୁ ୩ ଜଣଙ୍କ ମୃତଦେହ ଠାବ ହୋଇଛି। ଘରେ ସ୍ବାମୀ ଓ ୨ ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ ଠାବ ହୋଇଛି। ୩ ଜଣଙ୍କ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ରହିଥିବା ସୂଚନା । ପାରିପାର୍ଶ୍ବିକ ସ୍ଥିତିରୁ ହତ୍ୟା ସନ୍ଦେହ କରାଯାଉଛି। ତେବେ କିଏ ଓ କାହିଁକି ହତ୍ୟାକାଣ୍ଡ ଘଟାଇଲା ତାହା ଜଣାପଡି ନାହିଁ। ଖବର ପାଇ ଘଟଣା ସ୍ଥଳରେ ଭେଡେନ ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି। ଅଧିକ ତଥ୍ୟ ଓ ପ୍ରମାଣ ପାଇଁ ସାଇଣ୍ଟିଫିକ ଟିମର ସହାୟତା ନିଆଯାଇଛି।

18 Apr 2023 By The Sakala

ବରଗଡ଼ରେ ଚାଞ୍ଚଲ୍ୟ: ଘର ଭିତରୁ ୩ ଜଣଙ୍କ ମୃତଦେହ ଉଦ୍ଧାର

ବରଗଡ: ବରଗଡ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ଆଖିଫୁଟା ଗାଁରେ ବନ୍ଦ ଘର ଭିତରୁ ୩ ଜଣଙ୍କ ମୃତଦେହ ଠାବ ହୋଇଛି। ଘରେ ସ୍ବାମୀ ଓ ୨ ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ ଠାବ ହୋଇଛି। ୩ ଜଣଙ୍କ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ରହିଥିବା ସୂଚନା । ପାରିପାର୍ଶ୍ବିକ ସ୍ଥିତିରୁ ହତ୍ୟା ସନ୍ଦେହ କରାଯାଉଛି। ତେବେ କିଏ ଓ କାହିଁକି ହତ୍ୟାକାଣ୍ଡ ଘଟାଇଲା ତାହା ଜଣାପଡି ନାହିଁ। ଖବର ପାଇ ଘଟଣା ସ୍ଥଳରେ ଭେଡେନ ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି। ଅଧିକ ତଥ୍ୟ ଓ ପ୍ରମାଣ ପାଇଁ ସାଇଣ୍ଟିଫିକ ଟିମର ସହାୟତା ନିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର