ଜମିଜମା ବିବାଦରୁ ବୀଭତ୍ସ ହତ୍ୟାକାଣ୍ଡ: ଗୋଟିଏ ପରିବାରର ୪ ଜଣଙ୍କୁ ହତ୍ୟା କଲା କାକା

The Sakala Picture
Published On

ବରଗଡ଼: ଗୋଟିଏ ପରିବାରର ୪ ଜଣଙ୍କୁ ବୀଭତ୍ସ ହତ୍ୟା । ବରଗଡ଼ ଜିଲ୍ଲା ଭଟଲି ଥାନା ଅନ୍ତର୍ଗଚ ଝିକିଝିକି ଗାଁରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ବାପା, ମା’ ସହ ପୁଅ ଓ ଝିଅଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ଜମିଜମା ବିବାଦରୁ କକା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ କକାକୁ ଅଟକ ରଖି ପୁଲିସ ପଚରାଉଚରା କରୁଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି। ଅଧିକ ତଥ୍ୟପ୍ରମାଣ ସଂଗ୍ରହ ପାଇଁ ପୁଲିସ […]

ବରଗଡ଼: ଗୋଟିଏ ପରିବାରର ୪ ଜଣଙ୍କୁ ବୀଭତ୍ସ ହତ୍ୟା । ବରଗଡ଼ ଜିଲ୍ଲା ଭଟଲି ଥାନା ଅନ୍ତର୍ଗଚ ଝିକିଝିକି ଗାଁରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ବାପା, ମା’ ସହ ପୁଅ ଓ ଝିଅଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ଜମିଜମା ବିବାଦରୁ କକା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ କକାକୁ ଅଟକ ରଖି ପୁଲିସ ପଚରାଉଚରା କରୁଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି। ଅଧିକ ତଥ୍ୟପ୍ରମାଣ ସଂଗ୍ରହ ପାଇଁ ପୁଲିସ ସାଇଣ୍ଟିଫିକ ଟିମର ସହାୟତା ନେଇଛି।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

23 May 2023 By The Sakala

ଜମିଜମା ବିବାଦରୁ ବୀଭତ୍ସ ହତ୍ୟାକାଣ୍ଡ: ଗୋଟିଏ ପରିବାରର ୪ ଜଣଙ୍କୁ ହତ୍ୟା କଲା କାକା

ବରଗଡ଼: ଗୋଟିଏ ପରିବାରର ୪ ଜଣଙ୍କୁ ବୀଭତ୍ସ ହତ୍ୟା । ବରଗଡ଼ ଜିଲ୍ଲା ଭଟଲି ଥାନା ଅନ୍ତର୍ଗଚ ଝିକିଝିକି ଗାଁରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ବାପା, ମା’ ସହ ପୁଅ ଓ ଝିଅଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। ଜମିଜମା ବିବାଦରୁ କକା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ କକାକୁ ଅଟକ ରଖି ପୁଲିସ ପଚରାଉଚରା କରୁଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି। ଅଧିକ ତଥ୍ୟପ୍ରମାଣ ସଂଗ୍ରହ ପାଇଁ ପୁଲିସ ସାଇଣ୍ଟିଫିକ ଟିମର ସହାୟତା ନେଇଛି।

https://www.thesakala.in/latest-odisha-news/bargarh/murder-due-to-land-dispute-uncle-killed-4-members-of-a-family/article-21904
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର