ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାର ଶୁଭଖୁଣ୍ଟି ସ୍ଥାପନ

The Sakala Picture
Published On

ବରଗଡ଼: ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଆଜି ସ୍ଥାପନ ହୋଇଛି ଶୁଭଖୁଣ୍ଟି। ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ମନ୍ଦିରରେ କଂସ ଭୂମିକାରେ ଅଭିନୟ କରୁଥିବା କଳାକାର ଭୁବନେଶ୍ୱର ପ୍ରଧାନ ଦେବୀ ମାଆ ସମଲେଶ୍ୱରୀଙ୍କ ଠାରୁ ଆଜ୍ଞାମାଳ ନେଇଥିଲେ। ଧନୁଯାତ୍ରା କମିଟି ଦ୍ୱାରା ପୂଜା ଅର୍ଚ୍ଚନା ପରେ ବିରାଟ ଶୋଭାଯାତ୍ରାରେ ବାହାରି ହାଟପଦା ସ୍ଥିତ ସଞ୍ଚାର ମଣ୍ଡପ ଠାରେ  ଶୁଭଖଣ୍ଟି ସ୍ଥାପନ କରାଯାଇଛି। ସୂଚନା ଅନୁଯାୟୀ, ଆସନ୍ତା ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବିଶ୍ବ […]

ବରଗଡ଼: ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଆଜି ସ୍ଥାପନ ହୋଇଛି ଶୁଭଖୁଣ୍ଟି। ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ମନ୍ଦିରରେ କଂସ ଭୂମିକାରେ ଅଭିନୟ କରୁଥିବା କଳାକାର ଭୁବନେଶ୍ୱର ପ୍ରଧାନ ଦେବୀ ମାଆ ସମଲେଶ୍ୱରୀଙ୍କ ଠାରୁ ଆଜ୍ଞାମାଳ ନେଇଥିଲେ। ଧନୁଯାତ୍ରା କମିଟି ଦ୍ୱାରା ପୂଜା ଅର୍ଚ୍ଚନା ପରେ ବିରାଟ ଶୋଭାଯାତ୍ରାରେ ବାହାରି ହାଟପଦା ସ୍ଥିତ ସଞ୍ଚାର ମଣ୍ଡପ ଠାରେ  ଶୁଭଖଣ୍ଟି ସ୍ଥାପନ କରାଯାଇଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ସୂଚନା ଅନୁଯାୟୀ, ଆସନ୍ତା ଜାନୁଆରୀ ୩ ତାରିଖରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ୧୧ ଦିନ ଧରି ଚାଲିବ ବିଶ୍ବର ସର୍ବବୃହତ ଖୋଳା ରଂଗ ମଞ୍ଚ ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର