ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ଯନିର୍ବାହୀ ଅଧିକାରୀ

The Sakala Picture
Published On

ବରଗଡ଼: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ଯନିର୍ବାହୀ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ବେହେରାପାଲି ପିଇଓ ଅନୀଲ କୁମାର ପାଢ଼ୀଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ବସଭବନ ସମେତ ୩ଟି ସ୍ଥାନରେ ରେଡ୍ ଚାଲିଛି । ୩ଟି ଟିମ୍ ତାଙ୍କ ଘର ଓ ଅଫିସରେ ଚଢ଼ାଉ ଜାରି ରଖିଛନ୍ତି । ଏହି ଟିମରେ ଅଛନ୍ତି ଜଣେ ଡିଏସପି, ୩ ଜଣ ଇନସ୍ପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ । […]

ବରଗଡ଼: ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ଯନିର୍ବାହୀ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରଗଡ଼ ଜିଲ୍ଲା ବେହେରାପାଲି ପିଇଓ ଅନୀଲ କୁମାର ପାଢ଼ୀଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ବସଭବନ ସମେତ ୩ଟି ସ୍ଥାନରେ ରେଡ୍ ଚାଲିଛି । ୩ଟି ଟିମ୍ ତାଙ୍କ ଘର ଓ ଅଫିସରେ ଚଢ଼ାଉ ଜାରି ରଖିଛନ୍ତି । ଏହି ଟିମରେ ଅଛନ୍ତି ଜଣେ ଡିଏସପି, ୩ ଜଣ ଇନସ୍ପେକ୍ଟର ଓ ଭିଜିଲାନ୍ସର ଅନ୍ୟ କର୍ମଚାରୀ । ତାଙ୍କ ଘରୁ ଓ ଅଫିସରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ।ବର୍ତ୍ତମାନ ସୁଦ୍ଧା ଚଢ଼ାଉରୁ ଅନୀଲ ପାଢ଼ୀଙ୍କର ଗୋଟିଏ ଦୁଇ ମହଲା କୋଠା, ଗୋଟିଏ ପ୍ଲଟ୍ ଥିବା ବେଳେ ନଗଦ ୬୯ ହଜାର ଟଙ୍କା ଠାବ ହୋଇଛି ।

26 Aug 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର