ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଆସନ୍ତା ୨୨ରେ ହେବ ଶୁଭ ଖୁଣ୍ଟି ସ୍ଥାପନ

The Sakala Picture
Published On

ବରଗଡ଼: ଆସନ୍ତା ଡ଼ିସେମ୍ବର ୨୨ ତାରିଖ ଦିନ ଅପରାହ୍ନରେ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ ହେବ। ଅପରାହ୍ନ ସମୟରେ ତଳିପଡା ସ୍ଥିତ ମାଁ ସମଲେଶ୍ଵରୀ ମନ୍ଦିର ଠାରେ ପୂଜାର୍ଚ୍ଚନା ପରେ ହାଟପଦା ଠାରେ ହେବ ଶୁଭ ଖୁଣ୍ଟି ସ୍ଥାପନ। ତେବେ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ପାଇଁ ଜାନୁଆରୀ ୧୫ ତାରିଖ ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଚାଲିବ ବିଶ୍ବର ସର୍ବବୃହତ ଖୋଳା ରଙ୍ଗମଞ୍ଚ । ବରଗଡ଼ ଜିଲ୍ଲାପାଳଙ୍କ […]

ବରଗଡ଼: ଆସନ୍ତା ଡ଼ିସେମ୍ବର ୨୨ ତାରିଖ ଦିନ ଅପରାହ୍ନରେ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ ହେବ। ଅପରାହ୍ନ ସମୟରେ ତଳିପଡା ସ୍ଥିତ ମାଁ ସମଲେଶ୍ଵରୀ ମନ୍ଦିର ଠାରେ ପୂଜାର୍ଚ୍ଚନା ପରେ ହାଟପଦା ଠାରେ ହେବ ଶୁଭ ଖୁଣ୍ଟି ସ୍ଥାପନ। ତେବେ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ପାଇଁ ଜାନୁଆରୀ ୧୫ ତାରିଖ ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଚାଲିବ ବିଶ୍ବର ସର୍ବବୃହତ ଖୋଳା ରଙ୍ଗମଞ୍ଚ । ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଧନୁଯାତ୍ରା ମହୋତ୍ସବ ସମିତିର ଗୁରୁତ୍ଵପୂର୍ଣ୍ଣ ବୈଠକ ରେ ନିଷ୍ପତି ହୋଇଛି । ଚଳିତ ବର୍ଷ ୭୬ ବର୍ଷରେ ଧନୁଯାତ୍ରା ମହୋତ୍ସବ ପଦାର୍ପଣ ହେଉଥିବାରୁ ଅଧିକ ଆକର୍ଷଣ କରାଯିବ ବୋଲି ନିଷ୍ପତି ହୋଇଛି ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

18 Dec 2023 By The Sakala

ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଆସନ୍ତା ୨୨ରେ ହେବ ଶୁଭ ଖୁଣ୍ଟି ସ୍ଥାପନ

ବରଗଡ଼: ଆସନ୍ତା ଡ଼ିସେମ୍ବର ୨୨ ତାରିଖ ଦିନ ଅପରାହ୍ନରେ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ଶୁଭ ଖୁଣ୍ଟି ସ୍ଥାପନ ହେବ। ଅପରାହ୍ନ ସମୟରେ ତଳିପଡା ସ୍ଥିତ ମାଁ ସମଲେଶ୍ଵରୀ ମନ୍ଦିର ଠାରେ ପୂଜାର୍ଚ୍ଚନା ପରେ ହାଟପଦା ଠାରେ ହେବ ଶୁଭ ଖୁଣ୍ଟି ସ୍ଥାପନ। ତେବେ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ପାଇଁ ଜାନୁଆରୀ ୧୫ ତାରିଖ ଠାରୁ ୨୫ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଚାଲିବ ବିଶ୍ବର ସର୍ବବୃହତ ଖୋଳା ରଙ୍ଗମଞ୍ଚ । ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଧନୁଯାତ୍ରା ମହୋତ୍ସବ ସମିତିର ଗୁରୁତ୍ଵପୂର୍ଣ୍ଣ ବୈଠକ ରେ ନିଷ୍ପତି ହୋଇଛି । ଚଳିତ ବର୍ଷ ୭୬ ବର୍ଷରେ ଧନୁଯାତ୍ରା ମହୋତ୍ସବ ପଦାର୍ପଣ ହେଉଥିବାରୁ ଅଧିକ ଆକର୍ଷଣ କରାଯିବ ବୋଲି ନିଷ୍ପତି ହୋଇଛି ।

https://www.thesakala.in/latest-odisha-news/bargarh/bargarh-dhanuyatra-preparation-prepartion-update/article-28368
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର