ପୁରୀରୁ ଜଗା ଦର୍ଶନ ସାରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍, ୧୫ ଆହତ

The Sakala Picture
Published On

ବରଗଡ: ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ବସରେ ଥିବା ୫୦ ଯାତ୍ରୀଙ୍କ ମଧ୍ୟରୁ ୧୫ ଜଣ ଗୁରୁତର ଆହତ । ପଦ୍ମପୁର ବୁଡେନ୍ ସୁଲିଆ ନିକଟରେ ଘଟିଛି ଏହି ସଡକ ଦୁର୍ଘଟଣା । ଆହତ ଯାତ୍ରୀମାନଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ବସ ଯାତ୍ରୀମାନେ ପୁରୀରୁ ଜଗନ୍ନାଥ ଦର୍ଶନ ସାରି ପରେ ନୃସିଂହନାଥଙ୍କୁ ଦର୍ଶନ କରି ଛତିଶଗଡ଼ ବରୋଦା ଫେରିବାର କାର୍ଯ୍ୟକ୍ରମ ରହିଥିଲା । ତେବେ ସକାଳୁ ସକାଳୁ […]

ବରଗଡ: ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ବସରେ ଥିବା ୫୦ ଯାତ୍ରୀଙ୍କ ମଧ୍ୟରୁ ୧୫ ଜଣ ଗୁରୁତର ଆହତ । ପଦ୍ମପୁର ବୁଡେନ୍ ସୁଲିଆ ନିକଟରେ ଘଟିଛି ଏହି ସଡକ ଦୁର୍ଘଟଣା । ଆହତ ଯାତ୍ରୀମାନଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ବସ ଯାତ୍ରୀମାନେ ପୁରୀରୁ ଜଗନ୍ନାଥ ଦର୍ଶନ ସାରି ପରେ ନୃସିଂହନାଥଙ୍କୁ ଦର୍ଶନ କରି ଛତିଶଗଡ଼ ବରୋଦା ଫେରିବାର କାର୍ଯ୍ୟକ୍ରମ ରହିଥିଲା । ତେବେ ସକାଳୁ ସକାଳୁ ବୁଡେନ ଥାନା ଅନ୍ତର୍ଗତ ସୁଲିଆ ନିକଟରେ ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିବାବେଳେ ଏଥିରେ ଥିବା ୧୫ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: କାଶୀପୁରରେ ଛତୁ ଚାଷ ଜରିଆରେ ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ

14 Apr 2024 By The Sakala

ପୁରୀରୁ ଜଗା ଦର୍ଶନ ସାରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍, ୧୫ ଆହତ

ବରଗଡ: ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ବସରେ ଥିବା ୫୦ ଯାତ୍ରୀଙ୍କ ମଧ୍ୟରୁ ୧୫ ଜଣ ଗୁରୁତର ଆହତ । ପଦ୍ମପୁର ବୁଡେନ୍ ସୁଲିଆ ନିକଟରେ ଘଟିଛି ଏହି ସଡକ ଦୁର୍ଘଟଣା । ଆହତ ଯାତ୍ରୀମାନଙ୍କୁ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ, ବସ ଯାତ୍ରୀମାନେ ପୁରୀରୁ ଜଗନ୍ନାଥ ଦର୍ଶନ ସାରି ପରେ ନୃସିଂହନାଥଙ୍କୁ ଦର୍ଶନ କରି ଛତିଶଗଡ଼ ବରୋଦା ଫେରିବାର କାର୍ଯ୍ୟକ୍ରମ ରହିଥିଲା । ତେବେ ସକାଳୁ ସକାଳୁ ବୁଡେନ ଥାନା ଅନ୍ତର୍ଗତ ସୁଲିଆ ନିକଟରେ ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଥିବାବେଳେ ଏଥିରେ ଥିବା ୧୫ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର