By
The Sakala
ବରଗଡ଼: ବରଗଡ଼ ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ ସହରାଟିକ୍ରାରେ ଜଣେ ବ୍ୟକ୍ତିକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ସହରାଟିକ୍ରାର ମଗନିଆ ସେଠ ବୋଲି ସୂଚନା ମିଳିଛି। ମଙ୍ଗଳବାର ସକାଳୁ ଶୋଇଥିବା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମଗନିଆ ଘର ଛାତ ଉପରେ ଶୋଇଥିବା ବେଳେ କେହି ତାଙ୍କୁ ହତ୍ୟା କରିଥିବା ଜଣାପଡିଛି । ତାଙ୍କ ବେକରେ କଳା ଦାଗ ସହ ଆଣ୍ଠୁରେ ଆଘାତ ଚିହ୍ନ ରହିଛି। ଏ ନେଇ ଭେଡେନ ପୁଲିସ ପହଞ୍ଚି […]
ବରଗଡ଼: ବରଗଡ଼ ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ ସହରାଟିକ୍ରାରେ ଜଣେ ବ୍ୟକ୍ତିକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ସହରାଟିକ୍ରାର ମଗନିଆ ସେଠ ବୋଲି ସୂଚନା ମିଳିଛି। ମଙ୍ଗଳବାର ସକାଳୁ ଶୋଇଥିବା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମଗନିଆ ଘର ଛାତ ଉପରେ ଶୋଇଥିବା ବେଳେ କେହି ତାଙ୍କୁ ହତ୍ୟା କରିଥିବା ଜଣାପଡିଛି । ତାଙ୍କ ବେକରେ କଳା ଦାଗ ସହ ଆଣ୍ଠୁରେ ଆଘାତ ଚିହ୍ନ ରହିଛି। ଏ ନେଇ ଭେଡେନ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ମୃତ ମଗନିଆ ସହରାଟିକ୍ରାରେ ସିମେଣ୍ଟ ଦୋକାନ ଦେଇଥିଲେ। ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।
About The Author: The Sakala