ଭିଜିଲାନ୍ସ ଜାଲରେ ବରଗଡ଼ ଜିଲା ଗାଇସିଲଟ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ
ବରଗଡ: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ଗାଇସିଲଟ୍ ବ୍ଲକର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ୍ ଭିଜିଲାନ୍ସ ଜାଲରେ ପଡିଛନ୍ତି। ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଧରିଛି। ତାଙ୍କ ବାସଭବନ ସମେତ କାର୍ଯ୍ୟାଳୟରେ ଚଢାଉ ଜାରି ରହିଛି। ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ ଗତ ଏକ ବର୍ଷ ହେବ ଚାକିରିରେ ଯୋଗଦାନ କରିଥିଲେ। ଦରମା ବାହାରେ ଅଧିକ ଅର୍ଥ ଉପାର୍ଜନର ଲୋଭ ଆଜି ସସ୍ମିତାଙ୍କୁ ମହଙ୍ଗା ପଡ଼ିଛି। ମନରେଗା କାମ […]
ବରଗଡ: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ଗାଇସିଲଟ୍ ବ୍ଲକର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ୍ ଭିଜିଲାନ୍ସ ଜାଲରେ ପଡିଛନ୍ତି। ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଧରିଛି। ତାଙ୍କ ବାସଭବନ ସମେତ କାର୍ଯ୍ୟାଳୟରେ ଚଢାଉ ଜାରି ରହିଛି।
ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ ଗତ ଏକ ବର୍ଷ ହେବ ଚାକିରିରେ ଯୋଗଦାନ କରିଥିଲେ। ଦରମା ବାହାରେ ଅଧିକ ଅର୍ଥ ଉପାର୍ଜନର ଲୋଭ ଆଜି ସସ୍ମିତାଙ୍କୁ ମହଙ୍ଗା ପଡ଼ିଛି। ମନରେଗା କାମ ପାଇଁ ହିତାଧିକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍।