ଜନ୍ମମାଟିରେ ସହିଦ ଯବାନ ନୀଳାଚଳ ପଟେଲଙ୍କ ପାର୍ଥିବ ଶରୀର

The Sakala Picture
Published On

ବରଗଡ଼: ବରଗଡ଼ରେ ପହଞ୍ଚିଲା ସହିଦ ଯବାନ ନୀଳାଚଳ ପଟେଲଙ୍କ ପାର୍ଥିବ ଶରୀର ।  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛି ପାର୍ଥିବ ଶରୀର । ଗତ ଶୁକ୍ରବାର ଦିନ ରାତ୍ରୀକାଳୀନ ପାଟ୍ରୋଲିଂ ବେଳେ ଦୁର୍ଘଟଣାରେ ନୀଳାଚଳ ପଟେଲଙ୍କ ବିୟୋଗ ହୋଇଥିଲା । ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ବାଘପାଲି ଗାଁର ନୀଳାଚଳଙ୍କ ଘର । ଆଜି ମଧ୍ୟାହ୍ନରେ ଜନ୍ମ ମାଟି ବାଘପାଲି ସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଖେଳ ପଡିଆରେ ହେବ ଶେଷକୃତ୍ୟ । ଜିଲ୍ଲପାଳଙ୍କ […]

ବରଗଡ଼: ବରଗଡ଼ରେ ପହଞ୍ଚିଲା ସହିଦ ଯବାନ ନୀଳାଚଳ ପଟେଲଙ୍କ ପାର୍ଥିବ ଶରୀର ।  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛି ପାର୍ଥିବ ଶରୀର । ଗତ ଶୁକ୍ରବାର ଦିନ ରାତ୍ରୀକାଳୀନ ପାଟ୍ରୋଲିଂ ବେଳେ ଦୁର୍ଘଟଣାରେ ନୀଳାଚଳ ପଟେଲଙ୍କ ବିୟୋଗ ହୋଇଥିଲା । ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ବାଘପାଲି ଗାଁର ନୀଳାଚଳଙ୍କ ଘର । ଆଜି ମଧ୍ୟାହ୍ନରେ ଜନ୍ମ ମାଟି ବାଘପାଲି ସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଖେଳ ପଡିଆରେ ହେବ ଶେଷକୃତ୍ୟ । ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସହିଦ ଯବାନ ନିଳାଚଳଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି ।

14 Aug 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର