ଶପଥ ନେଲେ ପଦ୍ମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା

The Sakala Picture
Published On

ଭୁବନେଶ୍ୱର: ବିଧାୟିକା ଭାବେ ଶପଥ ନେଇଛନ୍ତି ପଦମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବର୍ଷାଙ୍କୁ ଶପଥ ପାଠ କରାଇଛନ୍ତି । ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ପରେ ପଦମପୁରରେ ଉପନିର୍ବାଚନ ହୋଇଥିଲା । ଏଥିରେ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଦିବଗଂତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ବର୍ଷା ସିଂ ବରିହା । ଆଗକୁ ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ କରିବେ ବୋଲି ସେ […]

ଭୁବନେଶ୍ୱର: ବିଧାୟିକା ଭାବେ ଶପଥ ନେଇଛନ୍ତି ପଦମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବର୍ଷାଙ୍କୁ ଶପଥ ପାଠ କରାଇଛନ୍ତି । ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ପରେ ପଦମପୁରରେ ଉପନିର୍ବାଚନ ହୋଇଥିଲା । ଏଥିରେ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଦିବଗଂତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ବର୍ଷା ସିଂ ବରିହା ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ଆଗକୁ ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି । ଉପନିର୍ବାଚନ ସମୟରେ ପଦମପୁରବାସୀଙ୍କୁ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରିବେ । ସେମାନଙ୍କ ପାଖରେ ରହି ସେବା କରିବେ ବୋଲି ବର୍ଷା କହିଛନ୍ତି । ଲୋକ କିପରି ସରକାରୀ ଯୋଜନାର ସୁବିଧା ପାଇପାରିବେ, ସେନେଇ ଗୁରୁତ୍ୱ ଦେବା ସହ ଲୋକଙ୍କ ସମସ୍ୟା ସମାଧାନକୁ ପ୍ରାଥମିକତା ଦେବେ ବୋଲି କହିଛନ୍ତି ବର୍ଷା ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର