ରାଜଧାନୀରେ ସିରିଜ ଦୁର୍ଘଟଣା : ୩ ଟି କାରକୁ ପିଟିଲା ଇନୋଭା କାର

The Sakala Picture
Published On

ଭୁବନେଶ୍ବର : ଭୁବନେଶ୍ୱରରେ ଆଜି ଘଟିଛି ଏକ ସିରିଜ୍ ଦୁର୍ଘଟଣା। ଏକ ଇନୋଭା ଗାଡ଼ି ଧକ୍କାରେ ୩ଟି କାର୍ ଭାଙ୍ଗି ଚୂନା ହୋଇଯାଇଛି। ଫାୟାର ଷ୍ଟେସନ ଓଭର ବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାରେ ପୁଲିସ ଦୁଇ ଜଣଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ଇନୋଭା ଗାଡ଼ିଟି ପ୍ରଥମେ ବାଣୀ ବିହାର ଛକରେ ଗୋଟିଏ ବାଇକକୁ ଧକ୍କା ଦେଇଥିଲା। ପରେ ପୁଲିସ ଇଣ୍ଟରସେପ୍ଟର ଦୁର୍ଘଟଣା ଘଟାଇଥିବା କାରଟିକୁ ଅଟକାଇବାକୁ ଚେଷ୍ଟା କରିଥିଲା। ମାତ୍ର ତାହା […]

ଭୁବନେଶ୍ବର : ଭୁବନେଶ୍ୱରରେ ଆଜି ଘଟିଛି ଏକ ସିରିଜ୍ ଦୁର୍ଘଟଣା। ଏକ ଇନୋଭା ଗାଡ଼ି ଧକ୍କାରେ ୩ଟି କାର୍ ଭାଙ୍ଗି ଚୂନା ହୋଇଯାଇଛି। ଫାୟାର ଷ୍ଟେସନ ଓଭର ବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାରେ ପୁଲିସ ଦୁଇ ଜଣଙ୍କୁ ଅଟକ ରଖିଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ମିଳିଥିବା ସୂଚନା ମୁତାବକ, ଇନୋଭା ଗାଡ଼ିଟି ପ୍ରଥମେ ବାଣୀ ବିହାର ଛକରେ ଗୋଟିଏ ବାଇକକୁ ଧକ୍କା ଦେଇଥିଲା। ପରେ ପୁଲିସ ଇଣ୍ଟରସେପ୍ଟର ଦୁର୍ଘଟଣା ଘଟାଇଥିବା କାରଟିକୁ ଅଟକାଇବାକୁ ଚେଷ୍ଟା କରିଥିଲା। ମାତ୍ର ତାହା ଖସି ପଳାଇବାକୁ ଉଦ୍ୟମ କରିଥିଲା ଓ ଫାୟାର ଷ୍ଟେସନ ଓଭର ବ୍ରିଜ୍ ଉପରେ ତିନୋଟି କାରକୁ ଧକ୍କା ଦେଇଥିଲା।ହୁଣ୍ଡାଇ ଇଅନ, ସୁଜିକି ସୁଇପ୍ଟ ଏବଂ ଆଉ ଏକ କାରକୁ ଧକ୍କା ଦେଇଥିଲା ଇନୋଭା ଗାଡ଼ି। କାରରେ ଥିବା ୨ଜଣ ବ୍ୟକ୍ତି ନିଶାଶକ୍ତ ଅବସ୍ଥାରେ ଥିଲେ ବୋଲି ସୂଚନା ମିଳିଛି। ତେବେ ଏହି ଦୁର୍ଘଟଣାରେ କେହି ହତାହତ ହୋଇ ନଥିବା କୁହାଯାଇଛି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

24 Feb 2021 By The Sakala

ରାଜଧାନୀରେ ସିରିଜ ଦୁର୍ଘଟଣା : ୩ ଟି କାରକୁ ପିଟିଲା ଇନୋଭା କାର

ଭୁବନେଶ୍ବର : ଭୁବନେଶ୍ୱରରେ ଆଜି ଘଟିଛି ଏକ ସିରିଜ୍ ଦୁର୍ଘଟଣା। ଏକ ଇନୋଭା ଗାଡ଼ି ଧକ୍କାରେ ୩ଟି କାର୍ ଭାଙ୍ଗି ଚୂନା ହୋଇଯାଇଛି। ଫାୟାର ଷ୍ଟେସନ ଓଭର ବ୍ରିଜ୍ ଉପରେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣାରେ ପୁଲିସ ଦୁଇ ଜଣଙ୍କୁ ଅଟକ ରଖିଛି।

ମିଳିଥିବା ସୂଚନା ମୁତାବକ, ଇନୋଭା ଗାଡ଼ିଟି ପ୍ରଥମେ ବାଣୀ ବିହାର ଛକରେ ଗୋଟିଏ ବାଇକକୁ ଧକ୍କା ଦେଇଥିଲା। ପରେ ପୁଲିସ ଇଣ୍ଟରସେପ୍ଟର ଦୁର୍ଘଟଣା ଘଟାଇଥିବା କାରଟିକୁ ଅଟକାଇବାକୁ ଚେଷ୍ଟା କରିଥିଲା। ମାତ୍ର ତାହା ଖସି ପଳାଇବାକୁ ଉଦ୍ୟମ କରିଥିଲା ଓ ଫାୟାର ଷ୍ଟେସନ ଓଭର ବ୍ରିଜ୍ ଉପରେ ତିନୋଟି କାରକୁ ଧକ୍କା ଦେଇଥିଲା।ହୁଣ୍ଡାଇ ଇଅନ, ସୁଜିକି ସୁଇପ୍ଟ ଏବଂ ଆଉ ଏକ କାରକୁ ଧକ୍କା ଦେଇଥିଲା ଇନୋଭା ଗାଡ଼ି। କାରରେ ଥିବା ୨ଜଣ ବ୍ୟକ୍ତି ନିଶାଶକ୍ତ ଅବସ୍ଥାରେ ଥିଲେ ବୋଲି ସୂଚନା ମିଳିଛି। ତେବେ ଏହି ଦୁର୍ଘଟଣାରେ କେହି ହତାହତ ହୋଇ ନଥିବା କୁହାଯାଇଛି।

https://www.thesakala.in/latest-odisha-news/bbsr-accident-news/article-237
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର