ସିଲ୍ ହେଲା ବରମୁଣ୍ଡା ଏଚପି ପେଟ୍ରୋଲ ପମ୍ପ

The Sakala Picture
Published On

ଭୁବନେଶ୍ୱର: ଗୁରୁବାର ଭୁବନେଶ୍ୱର ବରମୁଣ୍ଡା ଏଚପି ପେଟ୍ରୋଲ ପମ୍ପ ସିଲ୍‌ ହୋଇଛି। ପେଟ୍ରୋଲ ଓ ଡିଜେଲରେ ପାଣି ମିଶା ଯାଉଥିବା ଅଭିଯୋଗ ହେବା ପରେ ଆଜି ଉକ୍ତ ପେଟ୍ରୋଲ ପମ୍ପଙ୍କୁ ସିଲ୍ କରିଛି ଖଣ୍ଡଗିରି ପୁଲିସ‌। ଗତକାଲି ଏହି ପେଟ୍ରୋଲ ପମ୍ପରେ ଅପମିଶ୍ରିତ ପେଟ୍ରୋଲ ଦିଆଯାଉଥିବା ନେଇ ପ୍ରବଳ ପାଟିତୁଣ୍ଡ ହୋଇଥିଲା । ଖବର ପ୍ରସାରଣ ପରେ ଫୋରେନ୍ସିକ ଲାବୋରୋଟୋରିର ସାଇଣ୍ଟିଫିକ ଟିମ୍ ଓ ଏଚପି କମ୍ପାନୀ ସାଇଣ୍ଟିଫିକ୍ ଟିମ୍ ଆସି ନମୁନା ସଂଗ୍ରହ କରିଛି । […]

ଭୁବନେଶ୍ୱର: ଗୁରୁବାର ଭୁବନେଶ୍ୱର ବରମୁଣ୍ଡା ଏଚପି ପେଟ୍ରୋଲ ପମ୍ପ ସିଲ୍‌ ହୋଇଛି। ପେଟ୍ରୋଲ ଓ ଡିଜେଲରେ ପାଣି ମିଶା ଯାଉଥିବା ଅଭିଯୋଗ ହେବା ପରେ ଆଜି ଉକ୍ତ ପେଟ୍ରୋଲ ପମ୍ପଙ୍କୁ ସିଲ୍ କରିଛି ଖଣ୍ଡଗିରି ପୁଲିସ‌। ଗତକାଲି ଏହି ପେଟ୍ରୋଲ ପମ୍ପରେ ଅପମିଶ୍ରିତ ପେଟ୍ରୋଲ ଦିଆଯାଉଥିବା ନେଇ ପ୍ରବଳ ପାଟିତୁଣ୍ଡ ହୋଇଥିଲା । ଖବର ପ୍ରସାରଣ ପରେ ଫୋରେନ୍ସିକ ଲାବୋରୋଟୋରିର ସାଇଣ୍ଟିଫିକ ଟିମ୍ ଓ ଏଚପି କମ୍ପାନୀ ସାଇଣ୍ଟିଫିକ୍ ଟିମ୍ ଆସି ନମୁନା ସଂଗ୍ରହ କରିଛି । ଯଦି ଅପମିଶ୍ରଣ କରାଯାଉଥିବାର ପ୍ରମାଣ ମିଳେ, ତେବେ ଲାଇସେନ୍ସ ରଦ୍ଦ ହେବ ବୋଲି ଏଚପି ଏରିଆ ଇନଚାର୍ଜ ଶୁଭବ୍ରତ ଖାନ କହିଛନ୍ତି ।

ଆହୁରି ପଢ଼ନ୍ତୁ: କବିସୂର୍ଯ୍ୟନଗର ହାଜତ ମୃତ୍ୟୁ ଘଟଣା ମାନବିକ ଅଧିକାର ଉଲ୍ଲଂଘନର ସବୁଠୁ ଖରାପ ନିଦର୍ଶନ: ମାନସ ମଙ୍ଗରାଜ

04 Mar 2021 By The Sakala

ସିଲ୍ ହେଲା ବରମୁଣ୍ଡା ଏଚପି ପେଟ୍ରୋଲ ପମ୍ପ

ଭୁବନେଶ୍ୱର: ଗୁରୁବାର ଭୁବନେଶ୍ୱର ବରମୁଣ୍ଡା ଏଚପି ପେଟ୍ରୋଲ ପମ୍ପ ସିଲ୍‌ ହୋଇଛି। ପେଟ୍ରୋଲ ଓ ଡିଜେଲରେ ପାଣି ମିଶା ଯାଉଥିବା ଅଭିଯୋଗ ହେବା ପରେ ଆଜି ଉକ୍ତ ପେଟ୍ରୋଲ ପମ୍ପଙ୍କୁ ସିଲ୍ କରିଛି ଖଣ୍ଡଗିରି ପୁଲିସ‌। ଗତକାଲି ଏହି ପେଟ୍ରୋଲ ପମ୍ପରେ ଅପମିଶ୍ରିତ ପେଟ୍ରୋଲ ଦିଆଯାଉଥିବା ନେଇ ପ୍ରବଳ ପାଟିତୁଣ୍ଡ ହୋଇଥିଲା । ଖବର ପ୍ରସାରଣ ପରେ ଫୋରେନ୍ସିକ ଲାବୋରୋଟୋରିର ସାଇଣ୍ଟିଫିକ ଟିମ୍ ଓ ଏଚପି କମ୍ପାନୀ ସାଇଣ୍ଟିଫିକ୍ ଟିମ୍ ଆସି ନମୁନା ସଂଗ୍ରହ କରିଛି । ଯଦି ଅପମିଶ୍ରଣ କରାଯାଉଥିବାର ପ୍ରମାଣ ମିଳେ, ତେବେ ଲାଇସେନ୍ସ ରଦ୍ଦ ହେବ ବୋଲି ଏଚପି ଏରିଆ ଇନଚାର୍ଜ ଶୁଭବ୍ରତ ଖାନ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର