ରାଜଧାନୀ ଭୁବନେଶ୍ବରରେ ଆଜି ଟିହ୍ନଟ ହଲେ ଆଉ ୭୭୩ କରୋନା ପଜିଟିଭ୍

The Sakala Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୭ଶହ ପାର କିରିଛି। ଭୁବନେଶ୍ବରରୁ ଆଜି ୭୭୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୪୦ ଜଣ ଓ ସ୍ଥାନୀୟ ଅଂଚଳରୁ ୬୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ କରୋନାର ବିସ୍ଫୋରଣ। ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ଗତିରେ ବୃଦ୍ଧି ଘଟୁଥିବା ବେଳେ ଆଜି ସଂକ୍ରମିତଙ୍କ ସଂଖ୍ୟା ୭ଶହ ପାର କିରିଛି। ଭୁବନେଶ୍ବରରୁ ଆଜି ୭୭୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ସଂଗରୋଧରୁ ୧୪୦ ଜଣ ଓ ସ୍ଥାନୀୟ ଅଂଚଳରୁ ୬୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥି ସହିତ ଭୁବନେଶ୍ବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ ହଜାର ୪୦୧ ରେ ପହଂଚିଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ପଟିଆ ଅଞ୍ଚଳରୁ ସର୍ବାଧିକ ୫୯ ଜଣ ଆକ୍ରାନ୍ତ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର