ବିଇଡି ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌‌ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ

The Sakala Picture
Published On

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଇଡି ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌‌ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବଳକା ଥିବା ସିଟ୍‌‌ରେ ନାମଲେଖା ପାଇଁ ଆସନ୍ତା ୬ ତାରିଖରେ ୱେଟିଂ ତାଲିକା ପ୍ରକାଶ ପାଇବ। ତାଲିକା ଅନୁଯାୟୀ ୭ରୁ ୯ ତାରିଖ ମଧ୍ୟରେ ଆଶାୟୀ ଛାତ୍ରଛାତ୍ରୀ ରିପୋର୍ଟିଂ କରିବା ସହ ଆବଶ୍ୟକ କାଗଜପତ୍ର ଦାଖଲ କରିବେ। ଦ୍ୱିତୀୟ ପର୍ଯାୟ ସ୍ପଟ୍‌‌ ନାମଲେଖା ପାଇଁ ଆସନ୍ତା ୧୨ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ। ଏହାର ନାମଲେଖା ୧୩ […]

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଇଡି ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌‌ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବଳକା ଥିବା ସିଟ୍‌‌ରେ ନାମଲେଖା ପାଇଁ ଆସନ୍ତା ୬ ତାରିଖରେ ୱେଟିଂ ତାଲିକା ପ୍ରକାଶ ପାଇବ। ତାଲିକା ଅନୁଯାୟୀ ୭ରୁ ୯ ତାରିଖ ମଧ୍ୟରେ ଆଶାୟୀ ଛାତ୍ରଛାତ୍ରୀ ରିପୋର୍ଟିଂ କରିବା ସହ ଆବଶ୍ୟକ କାଗଜପତ୍ର ଦାଖଲ କରିବେ। ଦ୍ୱିତୀୟ ପର୍ଯାୟ ସ୍ପଟ୍‌‌ ନାମଲେଖା ପାଇଁ ଆସନ୍ତା ୧୨ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ। ଏହାର ନାମଲେଖା ୧୩ ରୁ ୧୬ ମଧ୍ୟରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟର ପିଜି ପରିଷଦ ଅଧ୍ୟକ୍ଷ ଓ ବିଇଡି କଲେଜର ଅଧ୍ୟକ୍ଷଙ୍କୁ ବିଭାଗ ପକ୍ଷରୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି। ସେହିପରି +୩ ନାମଲେଖା ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୱେଟିଂ ଲିଷ୍ଟ ପାଇଁ ଆବେଦନ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ନାମଲେଖା ପାଇଁ ମେଧା ତାଲିକା ୬ତାରିଖରେ ପ୍ରକାଶ ପାଇବ। ଅକ୍ଟୋବର ୧୦ ତାରିଖ ସୁଦ୍ଧା ନାମଲେଖା ପ୍ରକ୍ରିୟା ସାରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

05 Oct 2023 By The Sakala

ବିଇଡି ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌‌ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଇଡି ଦ୍ୱିତୀୟ ପର୍ଯ୍ୟାୟ ସ୍ପଟ୍‌‌ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବଳକା ଥିବା ସିଟ୍‌‌ରେ ନାମଲେଖା ପାଇଁ ଆସନ୍ତା ୬ ତାରିଖରେ ୱେଟିଂ ତାଲିକା ପ୍ରକାଶ ପାଇବ। ତାଲିକା ଅନୁଯାୟୀ ୭ରୁ ୯ ତାରିଖ ମଧ୍ୟରେ ଆଶାୟୀ ଛାତ୍ରଛାତ୍ରୀ ରିପୋର୍ଟିଂ କରିବା ସହ ଆବଶ୍ୟକ କାଗଜପତ୍ର ଦାଖଲ କରିବେ। ଦ୍ୱିତୀୟ ପର୍ଯାୟ ସ୍ପଟ୍‌‌ ନାମଲେଖା ପାଇଁ ଆସନ୍ତା ୧୨ ତାରିଖରେ ମେଧା ତାଲିକା ପ୍ରକାଶ ପାଇବ। ଏହାର ନାମଲେଖା ୧୩ ରୁ ୧୬ ମଧ୍ୟରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଶ୍ୱବିଦ୍ୟାଳୟର ପିଜି ପରିଷଦ ଅଧ୍ୟକ୍ଷ ଓ ବିଇଡି କଲେଜର ଅଧ୍ୟକ୍ଷଙ୍କୁ ବିଭାଗ ପକ୍ଷରୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି। ସେହିପରି +୩ ନାମଲେଖା ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ୱେଟିଂ ଲିଷ୍ଟ ପାଇଁ ଆବେଦନ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ନାମଲେଖା ପାଇଁ ମେଧା ତାଲିକା ୬ତାରିଖରେ ପ୍ରକାଶ ପାଇବ। ଅକ୍ଟୋବର ୧୦ ତାରିଖ ସୁଦ୍ଧା ନାମଲେଖା ପ୍ରକ୍ରିୟା ସାରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର