ହିତାଧିକାରୀଙ୍କୁ ଚାଉଳ ସହିତ ମିଳିବ ଗହମ

The Sakala Picture
Published On

ଭୁବନେଶ୍ବର: ହିତାଧିକାରୀଙ୍କୁ ଚାଉଳ ସହିତ ମିଳିବ ଗହମ। ଯେତିକି ଚାଉଳ ମିଳୁଛି ତାହାର ୨୦ ପ୍ରତିଶତ ଗହମ ଯୋଗାଇ ଦିଆଯିବ। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏ ନେଇ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା ମନ୍ତ୍ରୀ ପାତ୍ର ଜଣାଇଛନ୍ତି। ବର୍ତ୍ତମାନ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫ କିଲୋଗ୍ରାମ ଲେଖାଏଁ ଚାଉଳ ଯୋଗାଇ ଦିଆଯାଉଥିଲା। କିନ୍ତୁ ଗହମ ପାଇଁ ଲୋକଙ୍କ ଚାହିଦା ରହିଥିବାରୁ ତାହାକୁ […]

ଭୁବନେଶ୍ବର: ହିତାଧିକାରୀଙ୍କୁ ଚାଉଳ ସହିତ ମିଳିବ ଗହମ। ଯେତିକି ଚାଉଳ ମିଳୁଛି ତାହାର ୨୦ ପ୍ରତିଶତ ଗହମ ଯୋଗାଇ ଦିଆଯିବ। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏ ନେଇ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା ମନ୍ତ୍ରୀ ପାତ୍ର ଜଣାଇଛନ୍ତି। ବର୍ତ୍ତମାନ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫ କିଲୋଗ୍ରାମ ଲେଖାଏଁ ଚାଉଳ ଯୋଗାଇ ଦିଆଯାଉଥିଲା। କିନ୍ତୁ ଗହମ ପାଇଁ ଲୋକଙ୍କ ଚାହିଦା ରହିଥିବାରୁ ତାହାକୁ ଦୃଷ୍ଟିରେ ରଖି କେନ୍ଦ୍ର ମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରାଯାଇଥିବା ମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ତାଳଚେର ସାର କାରଖାନା କାର୍ଯ୍ୟକାରିତାକୁ ନେଇ ରାଜ୍ୟସଭାରେ ସାଂସଦ ମାନସଙ୍କ ପ୍ରଶ୍ନ

17 Aug 2024 By The Sakala

ହିତାଧିକାରୀଙ୍କୁ ଚାଉଳ ସହିତ ମିଳିବ ଗହମ

ଭୁବନେଶ୍ବର: ହିତାଧିକାରୀଙ୍କୁ ଚାଉଳ ସହିତ ମିଳିବ ଗହମ। ଯେତିକି ଚାଉଳ ମିଳୁଛି ତାହାର ୨୦ ପ୍ରତିଶତ ଗହମ ଯୋଗାଇ ଦିଆଯିବ। ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏ ନେଇ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରାଯାଇଥିବା ମନ୍ତ୍ରୀ ପାତ୍ର ଜଣାଇଛନ୍ତି। ବର୍ତ୍ତମାନ ହିତାଧିକାରୀଙ୍କୁ ମୁଣ୍ଡ ପିଛା ୫ କିଲୋଗ୍ରାମ ଲେଖାଏଁ ଚାଉଳ ଯୋଗାଇ ଦିଆଯାଉଥିଲା। କିନ୍ତୁ ଗହମ ପାଇଁ ଲୋକଙ୍କ ଚାହିଦା ରହିଥିବାରୁ ତାହାକୁ ଦୃଷ୍ଟିରେ ରଖି କେନ୍ଦ୍ର ମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରାଯାଇଥିବା ମନ୍ତ୍ରୀ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର