ହସ୍ପିଟାଲରେ ଭର୍ତ୍ତି ହେଲେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ 5T ଅଧ୍ୟକ୍ଷ

The Sakala Picture
Published On

ଭୁବନେଶ୍ୱର: ସ୍ଵାସ୍ଥ୍ୟାବସ୍ଥାରେ ସାମାନ୍ୟ ଅବନତି ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ। ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମେଡିକାଲ ଯାଇ ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏହାବ୍ୟତୀତ ସାଂସଦ ମାନସ ମଙ୍ଗରାଜ ମଧ୍ୟ ହସ୍ପିଟାଲରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଚନ୍ଦ୍ରଶେଖରଙ୍କ ସ୍ଵାସ୍ଥ୍ୟାବସ୍ଥା ଠିକ୍ ଥିବା ସେ ସୂଚନା ଦେଇଛନ୍ତି। ଆସନ୍ତା ଦିନେରୁ ଦୁଇ […]

ଭୁବନେଶ୍ୱର: ସ୍ଵାସ୍ଥ୍ୟାବସ୍ଥାରେ ସାମାନ୍ୟ ଅବନତି ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ। ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମେଡିକାଲ ଯାଇ ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

ଆହୁରି ପଢ଼ନ୍ତୁ: ଗୋକୁଳ ନାଟକରେ ଯବନିକା ଟାଣିଲେ ବିକ୍ରମ ଆରୁଖ: କହିଲେ, ନବୀନ ମୋ ନେତା; ବିଜେଡିରେ ଅଛି ଓ ରହିବି

ଏହାବ୍ୟତୀତ ସାଂସଦ ମାନସ ମଙ୍ଗରାଜ ମଧ୍ୟ ହସ୍ପିଟାଲରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଚନ୍ଦ୍ରଶେଖରଙ୍କ ସ୍ଵାସ୍ଥ୍ୟାବସ୍ଥା ଠିକ୍ ଥିବା ସେ ସୂଚନା ଦେଇଛନ୍ତି। ଆସନ୍ତା ଦିନେରୁ ଦୁଇ ଦିନ ମଧ୍ୟରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି। ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ସମୟରେ ସାଂସଦ ସସ୍ମିତ ପାତ୍ର ଏବଂ ଭୁବନେଶ୍ଵର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ବେଳକୁ ଲଘୁଚାପ ସମ୍ଭାବନା: ୨୨ରୁ ରାଜ୍ୟବ୍ୟାପୀ ବଢ଼ିବ ବର୍ଷା

11 Apr 2024 By The Sakala

ହସ୍ପିଟାଲରେ ଭର୍ତ୍ତି ହେଲେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ 5T ଅଧ୍ୟକ୍ଷ

ଭୁବନେଶ୍ୱର: ସ୍ଵାସ୍ଥ୍ୟାବସ୍ଥାରେ ସାମାନ୍ୟ ଅବନତି ପରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ। ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମେଡିକାଲ ଯାଇ ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଲେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ।

ଏହାବ୍ୟତୀତ ସାଂସଦ ମାନସ ମଙ୍ଗରାଜ ମଧ୍ୟ ହସ୍ପିଟାଲରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଚନ୍ଦ୍ରଶେଖରଙ୍କ ସ୍ଵାସ୍ଥ୍ୟାବସ୍ଥା ଠିକ୍ ଥିବା ସେ ସୂଚନା ଦେଇଛନ୍ତି। ଆସନ୍ତା ଦିନେରୁ ଦୁଇ ଦିନ ମଧ୍ୟରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି। ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ ସମୟରେ ସାଂସଦ ସସ୍ମିତ ପାତ୍ର ଏବଂ ଭୁବନେଶ୍ଵର ଉତ୍ତର ବିଧାୟକ ସୁଶାନ୍ତ ରାଉତ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର