ବରମୁଣ୍ଡା ଓଭରବ୍ରିଜ୍‌ ଦୁର୍ଘଟଣା: ଜଣଙ୍କର ମୃତ୍ୟୁ, ଦୁଇଜଣ ଆହତ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବର: ବରମୁଣ୍ଡା ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। କୁକୁଡ଼ା ବୋଝେଇ ଗାଡିକୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ । ରାତି ଅଧରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ପୋଲିସ ଦୁର୍ଘଟଣାର ତଦନ୍ତ କରୁଥିବା ପରେ ସେହି ସ୍ଥାନରେ ପୁଣି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ପିସିଆରର ଦୁଇ କର୍ମଚାରୀ ଆହତ ହୋଇଛନ୍ତି । ଆହତ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ ଆହତ ପୋଲିସ କର୍ମଚାରୀଙ୍କୁ […]

ଭୁବନେଶ୍ବର: ଭୁବନେଶ୍ବର: ବରମୁଣ୍ଡା ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। କୁକୁଡ଼ା ବୋଝେଇ ଗାଡିକୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ । ରାତି ଅଧରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ପୋଲିସ ଦୁର୍ଘଟଣାର ତଦନ୍ତ କରୁଥିବା ପରେ ସେହି ସ୍ଥାନରେ ପୁଣି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ପିସିଆରର ଦୁଇ କର୍ମଚାରୀ ଆହତ ହୋଇଛନ୍ତି । ଆହତ କର୍ମଚାରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ ଆହତ ପୋଲିସ କର୍ମଚାରୀଙ୍କୁ ଭେଟିଲେ ପୋଲିସ କମିଶନର ଓ ଡିସିପି।

ଆହୁରି ପଢ଼ନ୍ତୁ: ଆଜି ଓଡ଼ିଶା ଫେରିବ ବିଶିଷ୍ଟ ନ୍ୟୁରୋସର୍ଜନ ପଦ୍ମଶ୍ରୀ ଡାକ୍ତର ଅଶୋକ ମହାପାତ୍ରଙ୍କ ମରଶରୀର, ପୁରୀରେ ହେବ ଶେଷକୃତ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର