5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ ଶୁଭେଚ୍ଛାର ସୁଅ

The Sakala Picture
Published On

ଭୁବନେଶ୍ବର: ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ୧୪ଟି ସରକାରୀ କର୍ମଚାରୀ ସଂଘ ନବୀନ ନିବାସରେ ଭେଟି ଶୁଭେଛା ଜଣାଇଛନ୍ତି । ରୁପାନ୍ତରଣ ଓଡିଶା ଆଗେଇ ଚାଲିଥିବାରୁ ଭିକେ ପାଣ୍ଡିଆନଙ୍କ ନୂଆ ନିଯୁକ୍ତିକୁ ନେଇ ଉତ୍ସାହିତ ହୋଇଛନ୍ତି ବିଭିନ୍ନ ସଂଗଠନର କର୍ମକର୍ତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନରେ ମୁଖ୍ୟ ସେନାପତି ସାଜିଥିବା ଭିକେ ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତି ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ।  କର୍ମଚାରୀ ମାନେ ବେଶ ଉତ୍ସାହିତ […]

ଭୁବନେଶ୍ବର: ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ୧୪ଟି ସରକାରୀ କର୍ମଚାରୀ ସଂଘ ନବୀନ ନିବାସରେ ଭେଟି ଶୁଭେଛା ଜଣାଇଛନ୍ତି । ରୁପାନ୍ତରଣ ଓଡିଶା ଆଗେଇ ଚାଲିଥିବାରୁ ଭିକେ ପାଣ୍ଡିଆନଙ୍କ ନୂଆ ନିଯୁକ୍ତିକୁ ନେଇ ଉତ୍ସାହିତ ହୋଇଛନ୍ତି ବିଭିନ୍ନ ସଂଗଠନର କର୍ମକର୍ତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନରେ ମୁଖ୍ୟ ସେନାପତି ସାଜିଥିବା ଭିକେ ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତି ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ।  କର୍ମଚାରୀ ମାନେ ବେଶ ଉତ୍ସାହିତ ହୋଇଛନ୍ତି । ଆଗାମୀ ଦିନରେ ଓଡିଶା ବିକାଶକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ସ୍ବପ୍ନ ଦେଖିଛନ୍ତି ତାହାକୁ ସାକାର କରିବାରେ ଲାଗିଛନ୍ତି ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ । ବିଭିନ୍ନ କର୍ମଚାରୀ ସଂଘର କର୍ମକର୍ତ୍ତା ମାନେ ଭେଟିବା ସହ, ଆଗାମୀ ଦିନରେ ସେମାନଙ୍କ ସମସ୍ୟା ପୁରଣ ହେବା ଦିଗରେ  ଆଶା ରଖିଛନ୍ତି ।

ଆହୁରି ପଢ଼ନ୍ତୁ: ରିଲ୍ସ ସୁଟିଂ ବେଳେ ବ୍ରାହ୍ମଣୀ ନଦୀରେ ଅଘଟଣ; ରେଳ ପୋଲରୁ ଖସି ଯୁବକ ନିଖୋଜ

ଆହୁରି ପଢ଼ନ୍ତୁ: ପୁରୀ ବିମାନବନ୍ଦର କାର୍ଯ୍ୟକ୍ଷମ ପ୍ରସଙ୍ଗ: ସାଂସଦ ମାନସ ମଙ୍ଗରାଜଙ୍କ ପ୍ରଶ୍ନର ଉତ୍ତରରେ ବାଆଁରେଇଲେ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ

27 Oct 2023 By The Sakala

5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କୁ ଶୁଭେଚ୍ଛାର ସୁଅ

ଭୁବନେଶ୍ବର: ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷଙ୍କୁ ୧୪ଟି ସରକାରୀ କର୍ମଚାରୀ ସଂଘ ନବୀନ ନିବାସରେ ଭେଟି ଶୁଭେଛା ଜଣାଇଛନ୍ତି । ରୁପାନ୍ତରଣ ଓଡିଶା ଆଗେଇ ଚାଲିଥିବାରୁ ଭିକେ ପାଣ୍ଡିଆନଙ୍କ ନୂଆ ନିଯୁକ୍ତିକୁ ନେଇ ଉତ୍ସାହିତ ହୋଇଛନ୍ତି ବିଭିନ୍ନ ସଂଗଠନର କର୍ମକର୍ତ୍ତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନରେ ମୁଖ୍ୟ ସେନାପତି ସାଜିଥିବା ଭିକେ ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତି ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତା ।  କର୍ମଚାରୀ ମାନେ ବେଶ ଉତ୍ସାହିତ ହୋଇଛନ୍ତି । ଆଗାମୀ ଦିନରେ ଓଡିଶା ବିକାଶକୁ ଦ୍ରୁତ ଗତିରେ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ଯେଉଁ ସ୍ବପ୍ନ ଦେଖିଛନ୍ତି ତାହାକୁ ସାକାର କରିବାରେ ଲାଗିଛନ୍ତି ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ । ବିଭିନ୍ନ କର୍ମଚାରୀ ସଂଘର କର୍ମକର୍ତ୍ତା ମାନେ ଭେଟିବା ସହ, ଆଗାମୀ ଦିନରେ ସେମାନଙ୍କ ସମସ୍ୟା ପୁରଣ ହେବା ଦିଗରେ  ଆଶା ରଖିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର