ବାବା ଆଖଣ୍ଡଳମଣିଙ୍କ ଜାଗରଯାତ୍ରା: ଭୋର ୪ଟା ୩୦ରୁ ୫ଟା ମଧ୍ୟରେ ଉଠିବ ମହାଦୀପ

The Sakala Picture
Published On

ଆରଡି: ଆସନ୍ତାକାଲି ଜାଗର ଯାତ୍ରା । ବାବା ଆଖଣ୍ଡଳମଣୀଙ୍କ ନୀତିକାନ୍ତି  ଓ ମହାଦୀପ କେତେ ବେଳେ ଉଠିବ ତାହାର ଚୂଡ଼ାନ୍ତ ଚିଠା ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି । ମଙ୍ଗଳବାର ଭୋର ୪ଟାରେ ହେବ ବାବାଙ୍କ  ଆଳତି ଅନୁଷ୍ଠିତ ହେବ। ୪ଟା ୩୦ ମିନିଟରେ କନିକା ରାଜାଙ୍କର ପହିଲି ଘର୍ଷଣଲାଗି ହେବ । ସକାଳ ୫ଟାରେ ପାଳିଆ ସେବାୟତଙ୍କ ପକ୍ଷରୁ ଖେଚୁଡ଼ି ଅନ୍ନନୀତି ଭୋଗ ଲାଗି ହେବ । ସକାଳ ୫ଟାରୁ ୧୧ଟା ପର୍ଯ୍ଯନ୍ତ ସର୍ବସାଧାରଣ […]

ଆରଡି: ଆସନ୍ତାକାଲି ଜାଗର ଯାତ୍ରା । ବାବା ଆଖଣ୍ଡଳମଣୀଙ୍କ ନୀତିକାନ୍ତି  ଓ ମହାଦୀପ କେତେ ବେଳେ ଉଠିବ ତାହାର ଚୂଡ଼ାନ୍ତ ଚିଠା ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି ।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ମଙ୍ଗଳବାର ଭୋର ୪ଟାରେ ହେବ ବାବାଙ୍କ  ଆଳତି ଅନୁଷ୍ଠିତ ହେବ। ୪ଟା ୩୦ ମିନିଟରେ କନିକା ରାଜାଙ୍କର ପହିଲି ଘର୍ଷଣଲାଗି ହେବ । ସକାଳ ୫ଟାରେ ପାଳିଆ ସେବାୟତଙ୍କ ପକ୍ଷରୁ ଖେଚୁଡ଼ି ଅନ୍ନନୀତି ଭୋଗ ଲାଗି ହେବ । ସକାଳ ୫ଟାରୁ ୧୧ଟା ପର୍ଯ୍ଯନ୍ତ ସର୍ବସାଧାରଣ ବାବାଙ୍କ ଦର୍ଶନ କରିପାରିବେ ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ସନ୍ଧ୍ୟା ୬ଟାରେ ପ୍ରଥମ ପ୍ରହର ଘର୍ଷଣଲାଗି, ଜଳାଭିଷେକ, ପଞ୍ଚ ଉପଚାର ପୂଜା କରାଯିବ । ସନ୍ଧ୍ୟା ୮ଟାରେ ଦ୍ବିତୀୟ ପ୍ରହର ଘର୍ଷଣଲାଗି, ଜଳାଭିଷାକ, ମଧୁସ୍ନାନ, ପଞ୍ଚ ଉପଚାର ପୂଜା ନୀତି ସମ୍ପନ୍ନ ହେବ । ରାତି ୧୦ଟାରେ ତୃତୀୟ ପ୍ରହର ଘର୍ଷଣଲାଗି, ଜଳାଭିଷେକ, ଦୁଗ୍ଧସ୍ନାନ, ପଞ୍ଚ ଉପଚାର ରୀତି ହେବ । ସେହିପରି ରାତି ୧୧ଟାରେ ବାବାଙ୍କ ଚତୁର୍ଥ ପ୍ରହର ପୂଜା, ଘୃତସ୍ନାନ, ଘର୍ଷଣଲାଗି, ୧୦୮ କଳସ ଜଳଲାଗି, ପଞ୍ଚ ଉପଚାର ପୂଜା ସମ୍ପନ୍ନ ହେବ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ରାତି ୧୨ଟାରେ ମଣିବାବାଙ୍କ ସୁନାବେଶ ଆରମ୍ଭ ହେବ । ରାତି ଗୋଟାଏ ୩୦ରେ ବାବାଙ୍କ ସୁନାବେଶ ସମ୍ପନ୍ନ ଓ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ରାତି ୨ଟାରେ ମହାଦୀପ ପ୍ରସ୍ତୁତି ହେବ । ରାତି ୩ଟା ୧୫ ମିନିଟରେ ମହାଦୀପ ଷୋଡଶ ଉପଚାରରେ ପୂଜା ପ୍ରତିଷ୍ଠା, ଅଗ୍ନି ସଂଯୋଗ, ଯଜ୍ଞ ଆରମ୍ଭ । ଭୋର ୪ଟାରେ ମହାଦୀପ ବେଢା ପରିକ୍ରମା କରିବ । ଭୋର ୪ଟା ୩୦ରୁ ୫ଟା ମଧ୍ୟରେ ମହାଦୀପ ମନ୍ଦିର ଚୂଡ଼ାରେ ସ୍ଥାପନ ହେବ ।

28 Feb 2022 By The Sakala

ବାବା ଆଖଣ୍ଡଳମଣିଙ୍କ ଜାଗରଯାତ୍ରା: ଭୋର ୪ଟା ୩୦ରୁ ୫ଟା ମଧ୍ୟରେ ଉଠିବ ମହାଦୀପ

ଆରଡି: ଆସନ୍ତାକାଲି ଜାଗର ଯାତ୍ରା । ବାବା ଆଖଣ୍ଡଳମଣୀଙ୍କ ନୀତିକାନ୍ତି  ଓ ମହାଦୀପ କେତେ ବେଳେ ଉଠିବ ତାହାର ଚୂଡ଼ାନ୍ତ ଚିଠା ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି ।

ମଙ୍ଗଳବାର ଭୋର ୪ଟାରେ ହେବ ବାବାଙ୍କ  ଆଳତି ଅନୁଷ୍ଠିତ ହେବ। ୪ଟା ୩୦ ମିନିଟରେ କନିକା ରାଜାଙ୍କର ପହିଲି ଘର୍ଷଣଲାଗି ହେବ । ସକାଳ ୫ଟାରେ ପାଳିଆ ସେବାୟତଙ୍କ ପକ୍ଷରୁ ଖେଚୁଡ଼ି ଅନ୍ନନୀତି ଭୋଗ ଲାଗି ହେବ । ସକାଳ ୫ଟାରୁ ୧୧ଟା ପର୍ଯ୍ଯନ୍ତ ସର୍ବସାଧାରଣ ବାବାଙ୍କ ଦର୍ଶନ କରିପାରିବେ ।

ସନ୍ଧ୍ୟା ୬ଟାରେ ପ୍ରଥମ ପ୍ରହର ଘର୍ଷଣଲାଗି, ଜଳାଭିଷେକ, ପଞ୍ଚ ଉପଚାର ପୂଜା କରାଯିବ । ସନ୍ଧ୍ୟା ୮ଟାରେ ଦ୍ବିତୀୟ ପ୍ରହର ଘର୍ଷଣଲାଗି, ଜଳାଭିଷାକ, ମଧୁସ୍ନାନ, ପଞ୍ଚ ଉପଚାର ପୂଜା ନୀତି ସମ୍ପନ୍ନ ହେବ । ରାତି ୧୦ଟାରେ ତୃତୀୟ ପ୍ରହର ଘର୍ଷଣଲାଗି, ଜଳାଭିଷେକ, ଦୁଗ୍ଧସ୍ନାନ, ପଞ୍ଚ ଉପଚାର ରୀତି ହେବ । ସେହିପରି ରାତି ୧୧ଟାରେ ବାବାଙ୍କ ଚତୁର୍ଥ ପ୍ରହର ପୂଜା, ଘୃତସ୍ନାନ, ଘର୍ଷଣଲାଗି, ୧୦୮ କଳସ ଜଳଲାଗି, ପଞ୍ଚ ଉପଚାର ପୂଜା ସମ୍ପନ୍ନ ହେବ ।

ରାତି ୧୨ଟାରେ ମଣିବାବାଙ୍କ ସୁନାବେଶ ଆରମ୍ଭ ହେବ । ରାତି ଗୋଟାଏ ୩୦ରେ ବାବାଙ୍କ ସୁନାବେଶ ସମ୍ପନ୍ନ ଓ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ । ରାତି ୨ଟାରେ ମହାଦୀପ ପ୍ରସ୍ତୁତି ହେବ । ରାତି ୩ଟା ୧୫ ମିନିଟରେ ମହାଦୀପ ଷୋଡଶ ଉପଚାରରେ ପୂଜା ପ୍ରତିଷ୍ଠା, ଅଗ୍ନି ସଂଯୋଗ, ଯଜ୍ଞ ଆରମ୍ଭ । ଭୋର ୪ଟାରେ ମହାଦୀପ ବେଢା ପରିକ୍ରମା କରିବ । ଭୋର ୪ଟା ୩୦ରୁ ୫ଟା ମଧ୍ୟରେ ମହାଦୀପ ମନ୍ଦିର ଚୂଡ଼ାରେ ସ୍ଥାପନ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର