ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ପାଣି

The Sakala Picture
Published On

ଭଦ୍ରକ: ଲଘୁଚାପ ଜନିତ ଲଗାଣବର୍ଷା ଓ ପବନ ଯୋଗୁ ଅଶାନ୍ତ ହୋଇଥିବା ଧାମରା ସମୁଦ୍ର ମୁହାଣରୁ ଉଠି ଆସୁଛି ଉଚ୍ଚ ଜୁଆରପାଣି। ଯାହାର ପ୍ରଭାବରେ ତଳମୁଣ୍ଡରେ ଉଛୁଳିବାରେ ଲାଗିଛି ବୈତରଣୀ ଓ ସାଳନ୍ଦୀ ନଦୀ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳର ବହୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇଥିବା ବେଳେ ପ୍ରସିଦ୍ଧ ଶୈବପୀଠ ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ଆଣ୍ଠୁଏ ଉଚ୍ଚରୁ ପାଣି। ଫଳରେ ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡିଯିବାରୁ ସକାଳ ପହିଲି […]

ଭଦ୍ରକ: ଲଘୁଚାପ ଜନିତ ଲଗାଣବର୍ଷା ଓ ପବନ ଯୋଗୁ ଅଶାନ୍ତ ହୋଇଥିବା ଧାମରା ସମୁଦ୍ର ମୁହାଣରୁ ଉଠି ଆସୁଛି ଉଚ୍ଚ ଜୁଆରପାଣି। ଯାହାର ପ୍ରଭାବରେ ତଳମୁଣ୍ଡରେ ଉଛୁଳିବାରେ ଲାଗିଛି ବୈତରଣୀ ଓ ସାଳନ୍ଦୀ ନଦୀ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳର ବହୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇଥିବା ବେଳେ ପ୍ରସିଦ୍ଧ ଶୈବପୀଠ ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ଆଣ୍ଠୁଏ ଉଚ୍ଚରୁ ପାଣି। ଫଳରେ ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡିଯିବାରୁ ସକାଳ ପହିଲି ନୀତିକାନ୍ତୀରେ ମଙ୍ଗଳ ଆଳତୀ, ପୂଜାର୍ଚ୍ଚନା ବିଳମ୍ବ ହୋଇଛି। ଏବେ ମଟର ଚାଳିତ ପମ୍ପ ଦ୍ବାରା ଜଳନିଷ୍କାସନ କରାଯାଉଥିବା ମନ୍ଦିର ପ୍ରଶାସନିକ ଅଧିକାରୀ କହିଛନ୍ତି। ସେହିପରି ଚାଷଜମି ଓ ଅନେକ ଗାଁର ରାସ୍ତା ବୁଡି ଯାଇଛି ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

13 Sep 2021 By The Sakala

ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ପାଣି

ଭଦ୍ରକ: ଲଘୁଚାପ ଜନିତ ଲଗାଣବର୍ଷା ଓ ପବନ ଯୋଗୁ ଅଶାନ୍ତ ହୋଇଥିବା ଧାମରା ସମୁଦ୍ର ମୁହାଣରୁ ଉଠି ଆସୁଛି ଉଚ୍ଚ ଜୁଆରପାଣି। ଯାହାର ପ୍ରଭାବରେ ତଳମୁଣ୍ଡରେ ଉଛୁଳିବାରେ ଲାଗିଛି ବୈତରଣୀ ଓ ସାଳନ୍ଦୀ ନଦୀ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳର ବହୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇଥିବା ବେଳେ ପ୍ରସିଦ୍ଧ ଶୈବପୀଠ ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ଗର୍ଭଗୃହରେ ଲହଡି ଭାଙ୍ଗୁଛି ଆଣ୍ଠୁଏ ଉଚ୍ଚରୁ ପାଣି। ଫଳରେ ମଣିବାବାଙ୍କ ବିଗ୍ରହ ଅର୍ଦ୍ଧାଧିକ ଭାଗ ବୁଡିଯିବାରୁ ସକାଳ ପହିଲି ନୀତିକାନ୍ତୀରେ ମଙ୍ଗଳ ଆଳତୀ, ପୂଜାର୍ଚ୍ଚନା ବିଳମ୍ବ ହୋଇଛି। ଏବେ ମଟର ଚାଳିତ ପମ୍ପ ଦ୍ବାରା ଜଳନିଷ୍କାସନ କରାଯାଉଥିବା ମନ୍ଦିର ପ୍ରଶାସନିକ ଅଧିକାରୀ କହିଛନ୍ତି। ସେହିପରି ଚାଷଜମି ଓ ଅନେକ ଗାଁର ରାସ୍ତା ବୁଡି ଯାଇଛି ।

https://www.thesakala.in/latest-odisha-news/bhadrak/akhandalamani-temple-aradi/article-5377
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର