ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ସଲିଳ ସମାଧି

The Sakala Picture
Published On

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ଅଧିନ କୋରିଗାଁର ନାଉରିଗଡ଼ିଆରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ସଲିଳ ସମାଧି ଘଟିଛି। ମୃତ୍ୟୁ ଘଟିଥିବା ଦୁଇ ନାବାଳକ ପଞ୍ଚମ ଶ୍ରେଣୀର ଛାତ୍ର ବୋଲି ଜଣାପଡ଼ିଛି। ସେମାନେ ହେଲେ ଗାଁର ଅଲେଖ ବିଶ୍ବାଳଙ୍କ ପୁଅ ହେମନୁ ବିଶ୍ବାଳ ଓ ବାସୁଦେବ ବିଶ୍ବାଳଙ୍କ ପୁଅ କାର୍ତିକ ବିଶ୍ବାଳ । ଖବର ଅନୁଯାୟୀ, ଧାମନଗର ବ୍ଲକ ମୁସ୍ତାଫାପୁର ପଞ୍ଚାୟତ ଗୋହିରାଟିକିରି ମଠ ପାଖ ପୋଖରୀରେ ଗାଧୋଇବାବେଳେ ବୁଡ଼ିଯାଇ ମୃତ୍ୟୁ ଘଟିଥିବା ଜଣାଯାଇଛି। କୋଳି […]

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ଅଧିନ କୋରିଗାଁର ନାଉରିଗଡ଼ିଆରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ସଲିଳ ସମାଧି ଘଟିଛି। ମୃତ୍ୟୁ ଘଟିଥିବା ଦୁଇ ନାବାଳକ ପଞ୍ଚମ ଶ୍ରେଣୀର ଛାତ୍ର ବୋଲି ଜଣାପଡ଼ିଛି। ସେମାନେ ହେଲେ ଗାଁର ଅଲେଖ ବିଶ୍ବାଳଙ୍କ ପୁଅ ହେମନୁ ବିଶ୍ବାଳ ଓ ବାସୁଦେବ ବିଶ୍ବାଳଙ୍କ ପୁଅ କାର୍ତିକ ବିଶ୍ବାଳ ।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

ଖବର ଅନୁଯାୟୀ, ଧାମନଗର ବ୍ଲକ ମୁସ୍ତାଫାପୁର ପଞ୍ଚାୟତ ଗୋହିରାଟିକିରି ମଠ ପାଖ ପୋଖରୀରେ ଗାଧୋଇବାବେଳେ ବୁଡ଼ିଯାଇ ମୃତ୍ୟୁ ଘଟିଥିବା ଜଣାଯାଇଛି। କୋଳି ଖାଇବାକୁ ଆସି ପୋଖରୀରେ ଗାଧୋଉଥିବାବେଳେ ଏଭଳି ଅଘଟଣ ଘଟିଛି। ଉକ୍ତ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଥରକେ ୫୦ ଲିଟରରୁ ଅଧିକ ପେଟ୍ରୋଲ ବିକ୍ରି ଉପରେ କଟକଣା, ପେଟ୍ରୋଲ ପମ୍ପଗୁଡ଼ିକୁ ନୋଟିସ୍ ଜାରି

05 Mar 2024 By The Sakala

ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ସଲିଳ ସମାଧି

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ଅଧିନ କୋରିଗାଁର ନାଉରିଗଡ଼ିଆରେ ପୋଖରୀରେ ବୁଡ଼ି ଦୁଇ ନାବାଳକଙ୍କ ସଲିଳ ସମାଧି ଘଟିଛି। ମୃତ୍ୟୁ ଘଟିଥିବା ଦୁଇ ନାବାଳକ ପଞ୍ଚମ ଶ୍ରେଣୀର ଛାତ୍ର ବୋଲି ଜଣାପଡ଼ିଛି। ସେମାନେ ହେଲେ ଗାଁର ଅଲେଖ ବିଶ୍ବାଳଙ୍କ ପୁଅ ହେମନୁ ବିଶ୍ବାଳ ଓ ବାସୁଦେବ ବିଶ୍ବାଳଙ୍କ ପୁଅ କାର୍ତିକ ବିଶ୍ବାଳ ।

ଖବର ଅନୁଯାୟୀ, ଧାମନଗର ବ୍ଲକ ମୁସ୍ତାଫାପୁର ପଞ୍ଚାୟତ ଗୋହିରାଟିକିରି ମଠ ପାଖ ପୋଖରୀରେ ଗାଧୋଇବାବେଳେ ବୁଡ଼ିଯାଇ ମୃତ୍ୟୁ ଘଟିଥିବା ଜଣାଯାଇଛି। କୋଳି ଖାଇବାକୁ ଆସି ପୋଖରୀରେ ଗାଧୋଉଥିବାବେଳେ ଏଭଳି ଅଘଟଣ ଘଟିଛି। ଉକ୍ତ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର