ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ରାସ୍ତା ବିଲ୍ ପାଇଁ ନେଉଥିଲେ ଲାଞ୍ଚ…

The Sakala Picture
Published On

ଭଦ୍ରକ: ଭିଜିଲାନ୍ସ ଜାଲରେ କନିଷ୍ଠ ଯାନ୍ତ୍ରୀ। ଲାଞ୍ଚ ନେଉଥିବା ବେଳେ ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ ଦାସ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ରାସ୍ତା ବିଲ ପାଇଁ ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭଦ୍ରକ ଓ ବାଲେଶ୍ୱରର ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ।

ଆହୁରି ପଢ଼ନ୍ତୁ: ସୁବର୍ଣ୍ଣପୁରର ଏକ ତେଲ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟ ଜାରି

17 May 2025 By The Sakala

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ରାସ୍ତା ବିଲ୍ ପାଇଁ ନେଉଥିଲେ ଲାଞ୍ଚ…

ଭଦ୍ରକ: ଭିଜିଲାନ୍ସ ଜାଲରେ କନିଷ୍ଠ ଯାନ୍ତ୍ରୀ। ଲାଞ୍ଚ ନେଉଥିବା ବେଳେ ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ ଦାସ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ରାସ୍ତା ବିଲ ପାଇଁ ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭଦ୍ରକ ଓ ବାଲେଶ୍ୱରର ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର