ସରିଲା ଭଦ୍ରକର ପ୍ରସିଦ୍ଧ କାଳୀପୂଜା: ବିଧି ରକ୍ଷା ପାଇଁ ଭଷଣାରେ ପାରମ୍ପରିକ ବାଦ୍ୟ ବଜାଇବାକୁ ଅନୁମତି

The Sakala Picture
Published On

ଭଦ୍ରକ: ଆଜି ସରୁଛି ଭଦ୍ରକର ପ୍ରସିଦ୍ଧ କାଳୀପୂଜା । ଏଥର ତିନି ଦିନରେ ସରିଛି କାଳୀପୂଜା । ପୂର୍ବରୁ ଦଶ ଦିନ ଧରି ପାଳିତ ହୁଏ ଭଦ୍ରକର ପ୍ରସିଦ୍ଧ କାଳୀପୂଜା । ଭଦ୍ରକ ସହରରେ ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ମା କାଳୀଙ୍କୁ ଆଜି ମେଲାଣି ଦିଆଯାଉଛି । ପୂଜା କମିଟି ଗୁଡିକ ମା’ଙ୍କୁ ବିସର୍ଜନ କରିଛନ୍ତି । ତେବେ ଭସାଣି ଶୋଭାଯାତ୍ରାରେ ସୀମିତ ସଂଖ୍ୟକ କର୍ମକର୍ତ୍ତାକୁ ନେଇ ଭଷାଣ ଆୟୋଜିତ ହୋଇଛି । ବିଧି ରକ୍ଷା […]

ଭଦ୍ରକ: ଆଜି ସରୁଛି ଭଦ୍ରକର ପ୍ରସିଦ୍ଧ କାଳୀପୂଜା । ଏଥର ତିନି ଦିନରେ ସରିଛି କାଳୀପୂଜା । ପୂର୍ବରୁ ଦଶ ଦିନ ଧରି ପାଳିତ ହୁଏ ଭଦ୍ରକର ପ୍ରସିଦ୍ଧ କାଳୀପୂଜା । ଭଦ୍ରକ ସହରରେ ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ମା କାଳୀଙ୍କୁ ଆଜି ମେଲାଣି ଦିଆଯାଉଛି । ପୂଜା କମିଟି ଗୁଡିକ ମା’ଙ୍କୁ ବିସର୍ଜନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ତେବେ ଭସାଣି ଶୋଭାଯାତ୍ରାରେ ସୀମିତ ସଂଖ୍ୟକ କର୍ମକର୍ତ୍ତାକୁ ନେଇ ଭଷାଣ ଆୟୋଜିତ ହୋଇଛି । ବିଧି ରକ୍ଷା ପାଇଁ ପାରମ୍ପରିକ ବାଦ୍ୟ ବଜାଇ ମା କାଳୀଙ୍କୁ ପ୍ରଶାସନ ଦ୍ୱାରା ତିଆରି ହୋଇଥିବା ଅସ୍ଥାୟୀ ପୋଖରୀରେ ବିସର୍ଜନ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

07 Nov 2021 By The Sakala

ସରିଲା ଭଦ୍ରକର ପ୍ରସିଦ୍ଧ କାଳୀପୂଜା: ବିଧି ରକ୍ଷା ପାଇଁ ଭଷଣାରେ ପାରମ୍ପରିକ ବାଦ୍ୟ ବଜାଇବାକୁ ଅନୁମତି

ଭଦ୍ରକ: ଆଜି ସରୁଛି ଭଦ୍ରକର ପ୍ରସିଦ୍ଧ କାଳୀପୂଜା । ଏଥର ତିନି ଦିନରେ ସରିଛି କାଳୀପୂଜା । ପୂର୍ବରୁ ଦଶ ଦିନ ଧରି ପାଳିତ ହୁଏ ଭଦ୍ରକର ପ୍ରସିଦ୍ଧ କାଳୀପୂଜା । ଭଦ୍ରକ ସହରରେ ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ମା କାଳୀଙ୍କୁ ଆଜି ମେଲାଣି ଦିଆଯାଉଛି । ପୂଜା କମିଟି ଗୁଡିକ ମା’ଙ୍କୁ ବିସର୍ଜନ କରିଛନ୍ତି ।

ତେବେ ଭସାଣି ଶୋଭାଯାତ୍ରାରେ ସୀମିତ ସଂଖ୍ୟକ କର୍ମକର୍ତ୍ତାକୁ ନେଇ ଭଷାଣ ଆୟୋଜିତ ହୋଇଛି । ବିଧି ରକ୍ଷା ପାଇଁ ପାରମ୍ପରିକ ବାଦ୍ୟ ବଜାଇ ମା କାଳୀଙ୍କୁ ପ୍ରଶାସନ ଦ୍ୱାରା ତିଆରି ହୋଇଥିବା ଅସ୍ଥାୟୀ ପୋଖରୀରେ ବିସର୍ଜନ ଦିଆଯାଇଛି ।

https://www.thesakala.in/latest-odisha-news/bhadrak/the-famous-kali-puja-of-bhadrak-is-end-today/article-6665
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର