ପୁଣି ଜବତ ହେଲା ବ୍ରାଉନସୁଗର, ମହିଳାଙ୍କ ସମେତ ୩ ଗିରଫ

The Sakala Picture
Published On

ଭଦ୍ରକ: ପୁଣି ଜବତ ହେଲା ବ୍ରାଉନସୁଗର । ବାଲେଶ୍ୱରରୁ ଚାଲାଣ ବେଳେ ପୁଲିସ ଦ୍ବାରା ଜବତ ହେଲା ୩୧୬ ଗ୍ରାମର ବ୍ରାଉନସୁଗର । ତେବେ ବ୍ରାଉନସୁଗର ଚାଲାଣ ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି ଭଦ୍ରକ ଗ୍ରାମାଞ୍ଚଳ ପୁଲିସ । ତେବେ ଗିରଫ ତିନି ଜଣ ହେଲେ ଗ୍ରାମାଞ୍ଚଳ ଥାନା ବଉଳପୋଖରୀ ଗାଁର କପିଳା ମଲ୍ଲିକ ଓ ଧନିଆ । ଗିରଫ ମହିଳା ଯାଜପୁର ଜିଲ୍ଲା ଟୁନି ନାୟକ । ସେମାନଙ୍କ ଠାରୁ […]

ଭଦ୍ରକ: ପୁଣି ଜବତ ହେଲା ବ୍ରାଉନସୁଗର । ବାଲେଶ୍ୱରରୁ ଚାଲାଣ ବେଳେ ପୁଲିସ ଦ୍ବାରା ଜବତ ହେଲା ୩୧୬ ଗ୍ରାମର ବ୍ରାଉନସୁଗର । ତେବେ ବ୍ରାଉନସୁଗର ଚାଲାଣ ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି ଭଦ୍ରକ ଗ୍ରାମାଞ୍ଚଳ ପୁଲିସ । ତେବେ ଗିରଫ ତିନି ଜଣ ହେଲେ ଗ୍ରାମାଞ୍ଚଳ ଥାନା ବଉଳପୋଖରୀ ଗାଁର କପିଳା ମଲ୍ଲିକ ଓ ଧନିଆ । ଗିରଫ ମହିଳା ଯାଜପୁର ଜିଲ୍ଲା ଟୁନି ନାୟକ । ସେମାନଙ୍କ ଠାରୁ ଏକ ବାଇକ ଓ ୩ ଟି ମୋବାଇଲ ମଧ୍ୟ ଜବତ ହୋଇଛି ।

ଆହୁରି ପଢ଼ନ୍ତୁ: ଗିରଫ ହେଲେ ଜଳସେଚନ ବିଭାଗର କୁବେର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, ଚଢ଼ାଉ ବେଳେ ଠାବ ହୋଇଥିଲା ବିପୁଳ ସଂପତ୍ତି

ସୂଚନା ଅନୁଯାୟୀ, ଭଦ୍ରକ ବଉଳପୋଖରୀ ଗାଁର ଦୁଇ ଜଣ ଯୁବକଙ୍କ ସହ ଜଣେ ମହିଳା ବାଇକ ଯୋଗେ ବାଲେଶ୍ୱରରୁ ବ୍ରାଉନସୁଗର ନେଇ ଭଦ୍ରକ ଆସୁଥିବା ବେଳେ ଯାଞ୍ଚ କରିଥିଲା ପୁଲିସ । ଯାଞ୍ଚ ସମୟରେ ତାଙ୍କଠାରୁ ୩୧୬ ଗ୍ରାମ ବ୍ରାଉନସୁଗର ଜବତ ହୋଇଥିଲା । ଯାହାର ଆନୁମାନିକ ମୂଲ୍ୟ ୩୦ ଲକ୍ଷରୁ ଅଧିକ ହେବ ।

ଆହୁରି ପଢ଼ନ୍ତୁ: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ଆହୁରି ପଢ଼ନ୍ତୁ: କୃଷ୍ଣପ୍ରସାଦ ସାତପଡ଼ା ମହାବିଦ୍ୟାଳୟରେ ଗ୍ରୀଷ୍ମକାଳୀନ ଜାତୀୟ ସେବା ଶିବିର ଉଦଯାପିତ

23 Oct 2021 By The Sakala

ପୁଣି ଜବତ ହେଲା ବ୍ରାଉନସୁଗର, ମହିଳାଙ୍କ ସମେତ ୩ ଗିରଫ

ଭଦ୍ରକ: ପୁଣି ଜବତ ହେଲା ବ୍ରାଉନସୁଗର । ବାଲେଶ୍ୱରରୁ ଚାଲାଣ ବେଳେ ପୁଲିସ ଦ୍ବାରା ଜବତ ହେଲା ୩୧୬ ଗ୍ରାମର ବ୍ରାଉନସୁଗର । ତେବେ ବ୍ରାଉନସୁଗର ଚାଲାଣ ଅଭିଯୋଗରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି ଭଦ୍ରକ ଗ୍ରାମାଞ୍ଚଳ ପୁଲିସ । ତେବେ ଗିରଫ ତିନି ଜଣ ହେଲେ ଗ୍ରାମାଞ୍ଚଳ ଥାନା ବଉଳପୋଖରୀ ଗାଁର କପିଳା ମଲ୍ଲିକ ଓ ଧନିଆ । ଗିରଫ ମହିଳା ଯାଜପୁର ଜିଲ୍ଲା ଟୁନି ନାୟକ । ସେମାନଙ୍କ ଠାରୁ ଏକ ବାଇକ ଓ ୩ ଟି ମୋବାଇଲ ମଧ୍ୟ ଜବତ ହୋଇଛି ।

ସୂଚନା ଅନୁଯାୟୀ, ଭଦ୍ରକ ବଉଳପୋଖରୀ ଗାଁର ଦୁଇ ଜଣ ଯୁବକଙ୍କ ସହ ଜଣେ ମହିଳା ବାଇକ ଯୋଗେ ବାଲେଶ୍ୱରରୁ ବ୍ରାଉନସୁଗର ନେଇ ଭଦ୍ରକ ଆସୁଥିବା ବେଳେ ଯାଞ୍ଚ କରିଥିଲା ପୁଲିସ । ଯାଞ୍ଚ ସମୟରେ ତାଙ୍କଠାରୁ ୩୧୬ ଗ୍ରାମ ବ୍ରାଉନସୁଗର ଜବତ ହୋଇଥିଲା । ଯାହାର ଆନୁମାନିକ ମୂଲ୍ୟ ୩୦ ଲକ୍ଷରୁ ଅଧିକ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର