ନଦୀରେ ଭାସୁଛି ମୃତଦେହ

The Sakala Picture
Published On

ଭଦ୍ରକ: ଭଦ୍ରକ ଜିଲ୍ଲା ଗୋବିନ୍ଦପୁର ସ୍ଥିତ ସାଳନ୍ଦୀ ନଦୀରେ ଆଜି ଏକ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି। ଏହାକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଭିଡ ଜମିଛି। ଖବର ଅନୁଯାୟୀ, ଗୋବିନ୍ଦପୁର ଗ୍ରାମର ହିମିଦ୍ ସାହାଙ୍କ ପୁଅ ସମ୍ ସଦୀନ୍ ସାହା ବୋଲି ଜଣାପଡିଛି। ଗତ ୩ ଦିନ ହେବ ସେ ନିଖୋଜ ଥିବାବେଳେ ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଥିଲା। ଶୌଚ ହେବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ନଦୀରେ ବୁଡି ମୃତ୍ୟୁ ବରଣ […]

ଭଦ୍ରକ: ଭଦ୍ରକ ଜିଲ୍ଲା ଗୋବିନ୍ଦପୁର ସ୍ଥିତ ସାଳନ୍ଦୀ ନଦୀରେ ଆଜି ଏକ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି। ଏହାକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଭିଡ ଜମିଛି।

ଆହୁରି ପଢ଼ନ୍ତୁ: ଜଳେଶ୍ୱର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନ ଆଗକୁ ଡେଇଁ ଶାଳୀ-ଭିଣୋଇଙ୍କ ଆତ୍ମହତ୍ୟା

ଖବର ଅନୁଯାୟୀ, ଗୋବିନ୍ଦପୁର ଗ୍ରାମର ହିମିଦ୍ ସାହାଙ୍କ ପୁଅ ସମ୍ ସଦୀନ୍ ସାହା ବୋଲି ଜଣାପଡିଛି। ଗତ ୩ ଦିନ ହେବ ସେ ନିଖୋଜ ଥିବାବେଳେ ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଥିଲା। ଶୌଚ ହେବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ନଦୀରେ ବୁଡି ମୃତ୍ୟୁ ବରଣ କରିଥିବା ସନ୍ଦେହ କରାଯାଉଛି। ଖବର ପାଇ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ମୃତଦେକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଦରଦାମ ବୃଦ୍ଧି ଓ ଏଲପିଜି ମହଙ୍ଗା ପ୍ରତିବାଦରେ ମାଷ୍ଟର କ୍ୟାଣ୍ଟିନ ଛକରେ ବିଜେଡିର ଗର୍ଜନ

05 Aug 2021 By The Sakala

ନଦୀରେ ଭାସୁଛି ମୃତଦେହ

ଭଦ୍ରକ: ଭଦ୍ରକ ଜିଲ୍ଲା ଗୋବିନ୍ଦପୁର ସ୍ଥିତ ସାଳନ୍ଦୀ ନଦୀରେ ଆଜି ଏକ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି। ଏହାକୁ ଦେଖିବା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଭିଡ ଜମିଛି।

ଖବର ଅନୁଯାୟୀ, ଗୋବିନ୍ଦପୁର ଗ୍ରାମର ହିମିଦ୍ ସାହାଙ୍କ ପୁଅ ସମ୍ ସଦୀନ୍ ସାହା ବୋଲି ଜଣାପଡିଛି। ଗତ ୩ ଦିନ ହେବ ସେ ନିଖୋଜ ଥିବାବେଳେ ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଥିଲା। ଶୌଚ ହେବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ନଦୀରେ ବୁଡି ମୃତ୍ୟୁ ବରଣ କରିଥିବା ସନ୍ଦେହ କରାଯାଉଛି। ଖବର ପାଇ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ମୃତଦେକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ପ୍ରାଥମିକ ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର