ଧାମନଗର ଉପନିର୍ବାଚନ: ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ

The Sakala Picture
Published On

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ  ଆଜି ବିଜେଡି ପକ୍ଷରୁ ଅବନ୍ତୀ ଦାସ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଅବନ୍ତୀ ଆଜି ସକାଳୁ ନିଜ ବାସଭବନରୁ ପୂଜାର୍ଚ୍ଚନା କରି ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ତିହିଡ଼ିରୁ ବାହାରି ଧାମନଗର ଓ ସେଠାରୁ ଭଦ୍ରକ ଆସିଥିଲେ। ଭଦ୍ରକର ନେହେରୁ ଷ୍ଟାଡିୟମ୍ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଆସି ଭଦ୍ରକ ସହର ପରିକ୍ରମା କରିଥିଲେ। ଏହି ଶୋଭାଯାତ୍ରାରେ ବିଜେଡ଼ିର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପର୍ଯ୍ଯବେକ୍ଷକ […]

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ  ଆଜି ବିଜେଡି ପକ୍ଷରୁ ଅବନ୍ତୀ ଦାସ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଅବନ୍ତୀ ଆଜି ସକାଳୁ ନିଜ ବାସଭବନରୁ ପୂଜାର୍ଚ୍ଚନା କରି ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ତିହିଡ଼ିରୁ ବାହାରି ଧାମନଗର ଓ ସେଠାରୁ ଭଦ୍ରକ ଆସିଥିଲେ। ଭଦ୍ରକର ନେହେରୁ ଷ୍ଟାଡିୟମ୍ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ଆସି ଭଦ୍ରକ ସହର ପରିକ୍ରମା କରିଥିଲେ।

ଏହି ଶୋଭାଯାତ୍ରାରେ ବିଜେଡ଼ିର ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ପର୍ଯ୍ଯବେକ୍ଷକ ପ୍ରଣବ ବଳବନ୍ତ ରାୟ, ମନ୍ତ୍ରୀ ପ୍ରୀତିରଞ୍ଜନ ଘଡାଇ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାୟକ ଅମର ଶତପଥୀ, ସାଂସଦ ସୁଲତା ଦେ, ସାଂସଦ ମୁନା ଖାନ, ସାଂସଦ ମଞ୍ଜୁଲତା ମଣ୍ଡଳ, ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ବ୍ୟୋମକେଶ ରାୟ, ବିଧାୟକ ସଞ୍ଜୀବ ମଲ୍ଲିକ, ବିଧାୟକ ବିଷ୍ଣୁ ବ୍ରତ ରାଉତରାୟ, ବିଧାୟକ ଅଶୋକ ବଳ, ବିଧାୟକ ସୁନନ୍ଦା ଦାସ, ବିଜେଡି ଜିଲ୍ଲା ସଭାପତି ଜଗନ୍ନାଥ ସ୍ୱାଇଁ, ଜିଲ୍ଲା ପରିଷଦ ସଭାପତି ପ୍ରଫୁଲ୍ଲ ଜେନା, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଧାମନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ ନାୟକ, ରଘୁ ଲେଙ୍କା, ହରେକୃଷ୍ଣ ପାଢ଼ୀ, ଶରତ ଦାସ , ପ୍ରିନ୍ସ ରାକେଶ ନାୟକଙ୍କ ସମେତ ଭଦ୍ରକ ଜିଲ୍ଲାର ବହୁ ବରିଷ୍ଠ ବିଜେଡି ନେତା ଓ କର୍ମୀ ଯୋଗଦେଇଥିଲେ।

14 Oct 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର