ଧାମନଗର ଉପନିର୍ବାଚନ ପାଇଁ ସୂର୍ଯ୍ଯବଂଶୀ ସୂରଜଙ୍କୁ ପ୍ରାର୍ଥୀ କଲା ବିଜେପି

The Sakala Picture
Published On

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ଯବଂଶୀ ସୂରଜଙ୍କୁ ବିଜେପି ପ୍ରାର୍ଥୀ କରିଛି । ଏନେଇ ବିଜେପି କନ୍ଦ୍ରେୀୟ ନିର୍ବାଚନ କମିଟି ଆଜି ବିଜ୍ଞପ୍ତି ଜାରି କରି ସୂଚନା ଦେଇଛି। ଖବର ଅନୁଯାୟୀ, ଅକ୍ଟୋବର ୧୪ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି । ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ, ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । […]

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ଯବଂଶୀ ସୂରଜଙ୍କୁ ବିଜେପି ପ୍ରାର୍ଥୀ କରିଛି । ଏନେଇ ବିଜେପି କନ୍ଦ୍ରେୀୟ ନିର୍ବାଚନ କମିଟି ଆଜି ବିଜ୍ଞପ୍ତି ଜାରି କରି ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ସାମ୍ବାଦିକ ଛତ୍ରପତି ହତ୍ୟା ମାମଲାରେ ଡେରା ମୁଖ୍ୟ ରାମ ରହିମ ନିର୍ଦ୍ଦୋଷରେ ଖଲାସ, କିନ୍ତୁ ଜେଲରୁ ମିଳିବନି ମୁକ୍ତି

ଖବର ଅନୁଯାୟୀ, ଅକ୍ଟୋବର ୧୪ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି । ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ, ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ । ୬ ତାରିଖରେ ଭୋଟ୍‌ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

09 Oct 2022 By The Sakala

ଧାମନଗର ଉପନିର୍ବାଚନ ପାଇଁ ସୂର୍ଯ୍ଯବଂଶୀ ସୂରଜଙ୍କୁ ପ୍ରାର୍ଥୀ କଲା ବିଜେପି

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ଘୋଷଣା କରିଛି । ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ଯବଂଶୀ ସୂରଜଙ୍କୁ ବିଜେପି ପ୍ରାର୍ଥୀ କରିଛି । ଏନେଇ ବିଜେପି କନ୍ଦ୍ରେୀୟ ନିର୍ବାଚନ କମିଟି ଆଜି ବିଜ୍ଞପ୍ତି ଜାରି କରି ସୂଚନା ଦେଇଛି।

ଖବର ଅନୁଯାୟୀ, ଅକ୍ଟୋବର ୧୪ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି । ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ, ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । ନଭେମ୍ବର ୩ ତାରିଖରେ ଧାମନଗର ଉପନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ । ୬ ତାରିଖରେ ଭୋଟ୍‌ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର