ପିଶାଚ ବାପର ପାପ: ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଝିଅର ଯୌନାଙ୍ଗକୁ ବ୍ଲେଡରେ କାଟିଲା ରାକ୍ଷସ ବାପ

The Sakala Picture
Published On

ଭଦ୍ରକ: ପିଶାଚ ବାପାର ନାରକୀୟ କାଣ୍ଡ । ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ନିଜ ୩ ବର୍ଷ ଶିଶୁ କନ୍ୟାର ଯୌନାଙ୍ଗକୁ ବ୍ଲେଡରେ କାଟିଦେଇଛି ବାପା ।  ଗୁରୁତର ଅବସ୍ଥାରେ ଝିଅଟିକୁ ଉଦ୍ଧାର କରାଯାଇ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ବାପାକୁ ପୁଲିସ ଅଟକ ରଖି ଅଧିକ ପଚରାଉଚୁରା କରୁଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅନ୍ତର୍ଗତ କାସିମପୁର ପଞ୍ଚାୟତରେ । ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର […]

ଭଦ୍ରକ: ପିଶାଚ ବାପାର ନାରକୀୟ କାଣ୍ଡ । ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ନିଜ ୩ ବର୍ଷ ଶିଶୁ କନ୍ୟାର ଯୌନାଙ୍ଗକୁ ବ୍ଲେଡରେ କାଟିଦେଇଛି ବାପା ।  ଗୁରୁତର ଅବସ୍ଥାରେ ଝିଅଟିକୁ ଉଦ୍ଧାର କରାଯାଇ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ବାପାକୁ ପୁଲିସ ଅଟକ ରଖି ଅଧିକ ପଚରାଉଚୁରା କରୁଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅନ୍ତର୍ଗତ କାସିମପୁର ପଞ୍ଚାୟତରେ ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଚନ୍ଦନ ମଲ୍ଲିକ, ସ୍ତ୍ରୀ ତଅପୋଇ ମଲ୍ଲିକ ଓ ୩ ବର୍ଷ ଶିଶୁ କନ୍ୟା ସହ ରହି ଆସୁଥିଲେ । ପୂର୍ବରୁ ଅନେକ ଥର ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀକୁ ମାର ଧର କରୁଥିଲେ ଚନ୍ଦନ । ଗତକାଲି ପୁଣି ସମାନ ଘଟଣା କ୍ରମେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଲାଗିଥିଲା । ଏଥିରେ ଚନ୍ଦନ ଉତକ୍ଷିପ୍ତ ହୋଇ ନିଜର ୩ ବର୍ଷ ଶିଶୁ କନ୍ୟାର ଯୌନାଙ୍ଗ ଟିକୁ ବ୍ଲେଡ ଯୋଗେ କାଟିଦେଇଥିଲେ। କୁନି ଶିଶୁ ଟିକୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଗ୍ରାମବାସୀ ଉଦ୍ଧାର କରି ମେଡିକାଲ ରେ ଭର୍ତ୍ତି କରିଥିବା ଜଣାପଡିଛି। ଅନ୍ୟପକ୍ଷେ ପିଶାଚ ବାପ କୁ ଗ୍ରାମବାସୀ ମାନେ ଗୋଡ଼ ହାତରେ ଲୁହା କଡ଼ି ପକାଇ ବାନ୍ଧି ପକାଇଥିଲ ।  ଖବର ପାଇ ଧୁଷୁରୀ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଚନ୍ଦନକୁ ଉଦ୍ଧାର କରି ଥାନାକୁ ଆଣି ଅଧିକ ପଚରା ଉଚୁରା କରୁଛି । ପୁଲିସ ତଦନ୍ତ ପରେ ସ୍ପଷ୍ଟ ସୂଚନା ଆସିବ ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

21 Oct 2021 By The Sakala

ପିଶାଚ ବାପର ପାପ: ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଝିଅର ଯୌନାଙ୍ଗକୁ ବ୍ଲେଡରେ କାଟିଲା ରାକ୍ଷସ ବାପ

ଭଦ୍ରକ: ପିଶାଚ ବାପାର ନାରକୀୟ କାଣ୍ଡ । ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ନିଜ ୩ ବର୍ଷ ଶିଶୁ କନ୍ୟାର ଯୌନାଙ୍ଗକୁ ବ୍ଲେଡରେ କାଟିଦେଇଛି ବାପା ।  ଗୁରୁତର ଅବସ୍ଥାରେ ଝିଅଟିକୁ ଉଦ୍ଧାର କରାଯାଇ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ବାପାକୁ ପୁଲିସ ଅଟକ ରଖି ଅଧିକ ପଚରାଉଚୁରା କରୁଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅନ୍ତର୍ଗତ କାସିମପୁର ପଞ୍ଚାୟତରେ ।

ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ଚନ୍ଦନ ମଲ୍ଲିକ, ସ୍ତ୍ରୀ ତଅପୋଇ ମଲ୍ଲିକ ଓ ୩ ବର୍ଷ ଶିଶୁ କନ୍ୟା ସହ ରହି ଆସୁଥିଲେ । ପୂର୍ବରୁ ଅନେକ ଥର ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ସ୍ତ୍ରୀକୁ ମାର ଧର କରୁଥିଲେ ଚନ୍ଦନ । ଗତକାଲି ପୁଣି ସମାନ ଘଟଣା କ୍ରମେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଲାଗିଥିଲା । ଏଥିରେ ଚନ୍ଦନ ଉତକ୍ଷିପ୍ତ ହୋଇ ନିଜର ୩ ବର୍ଷ ଶିଶୁ କନ୍ୟାର ଯୌନାଙ୍ଗ ଟିକୁ ବ୍ଲେଡ ଯୋଗେ କାଟିଦେଇଥିଲେ। କୁନି ଶିଶୁ ଟିକୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଗ୍ରାମବାସୀ ଉଦ୍ଧାର କରି ମେଡିକାଲ ରେ ଭର୍ତ୍ତି କରିଥିବା ଜଣାପଡିଛି। ଅନ୍ୟପକ୍ଷେ ପିଶାଚ ବାପ କୁ ଗ୍ରାମବାସୀ ମାନେ ଗୋଡ଼ ହାତରେ ଲୁହା କଡ଼ି ପକାଇ ବାନ୍ଧି ପକାଇଥିଲ ।  ଖବର ପାଇ ଧୁଷୁରୀ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଚନ୍ଦନକୁ ଉଦ୍ଧାର କରି ଥାନାକୁ ଆଣି ଅଧିକ ପଚରା ଉଚୁରା କରୁଛି । ପୁଲିସ ତଦନ୍ତ ପରେ ସ୍ପଷ୍ଟ ସୂଚନା ଆସିବ ବୋଲି ଜଣାପଡିଛି।

https://www.thesakala.in/latest-odisha-news/bhadrak/father-cuts-daughter-genitals-with-a-blade/article-6261
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର