ଘରୋଇ ମେସରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

The Sakala Picture
Published On

ଭଦ୍ରକ: ଭଦ୍ରକ କଲେଜ ରୋଡ ନିକଟରେ ଥିବା ଏକ ଘରୋଇ ମେସରୁ ଜଣେ ଛାତ୍ରୀର ଝୁଲନ୍ତା ମୃତଦେହକୁ ଭଦ୍ରକ ଟାଉନ ଥାନା ପୁଲିସ ଜବତ କରିଛି ।  ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି କି ଅନ୍ୟ କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଛି, ତାହାକୁ ନେଇ ପୁଲିସ ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ, ଭଦ୍ରକ ଆଗରପଡ଼ା ଥାନା ଅନିଜ ଗ୍ରାମର ପୁଷ୍ପାଞ୍ଜଳି ଦାସ ଆଗରପଡ଼ା କଲେଜରେ ଯୁକ୍ତ ତିନି ତୃତୀୟ ବର୍ଷ ବିଜ୍ଞାନ ଶ୍ରେଣୀରେ […]

ଭଦ୍ରକ: ଭଦ୍ରକ କଲେଜ ରୋଡ ନିକଟରେ ଥିବା ଏକ ଘରୋଇ ମେସରୁ ଜଣେ ଛାତ୍ରୀର ଝୁଲନ୍ତା ମୃତଦେହକୁ ଭଦ୍ରକ ଟାଉନ ଥାନା ପୁଲିସ ଜବତ କରିଛି ।  ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି କି ଅନ୍ୟ କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଛି, ତାହାକୁ ନେଇ ପୁଲିସ ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ବ୍ୟାଙ୍କ୍‌କୁ ଜମା ପାଇଁ ଗଲା ବେଳେ ୨ଟି ବାଇକ୍‌ରେ ଆସି ୨ ଲକ୍ଷ ଝାମ୍ପିନେଲେ ଲୁଟେରା

ସୂଚନା ଅନୁଯାୟୀ, ଭଦ୍ରକ ଆଗରପଡ଼ା ଥାନା ଅନିଜ ଗ୍ରାମର ପୁଷ୍ପାଞ୍ଜଳି ଦାସ ଆଗରପଡ଼ା କଲେଜରେ ଯୁକ୍ତ ତିନି ତୃତୀୟ ବର୍ଷ ବିଜ୍ଞାନ ଶ୍ରେଣୀରେ ଛାତ୍ରୀ । ନିଜ ଭଉଣୀ ରହୁଥିବା ଭଦ୍ରକ କଲେଜ ରୋଡ ସ୍ଥିତ ଏକ ଘରୋଇ ମେସକୁ ଆସି ରହୁଥିଲେ ପୁଷ୍ପାଞ୍ଜଳି । ଗତକାଲି କୌଣସି କାରଣରୁ ବିଳମ୍ବିତ ରାତିରେ ମେସ ରୁମରେ ଏକୁଟିଆ ଥିବା ବେଳେ, ବେକରେ ରଶି ଲଗାଇ ଆତ୍ମହତ୍ୟା କରି ଥାଇପରେ ବୋଲି ସନ୍ଦେହ କରାଯାଉଛି । ଆଜି ସକାଳୁ ପୁଷ୍ପାଞ୍ଜଳିଙ୍କର ଝୁଲନ୍ତା ମୃତଦେହ ଫ୍ୟାନରେ ଝୁଲୁଥିଲା । ଖବର ପାଇବା ପରେ ଟାଉନ୍ ଥାନା ଆଇଆଇସି ଉମାକାନ୍ତ ନାୟକ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀର ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛନ୍ତି ।

ଆହୁରି ପଢ଼ନ୍ତୁ: ଗାଧୋଇବା ହେଲା କାଳ, ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

22 Oct 2021 By The Sakala

ଘରୋଇ ମେସରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭଦ୍ରକ: ଭଦ୍ରକ କଲେଜ ରୋଡ ନିକଟରେ ଥିବା ଏକ ଘରୋଇ ମେସରୁ ଜଣେ ଛାତ୍ରୀର ଝୁଲନ୍ତା ମୃତଦେହକୁ ଭଦ୍ରକ ଟାଉନ ଥାନା ପୁଲିସ ଜବତ କରିଛି ।  ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଛନ୍ତି କି ଅନ୍ୟ କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଛି, ତାହାକୁ ନେଇ ପୁଲିସ ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁଯାୟୀ, ଭଦ୍ରକ ଆଗରପଡ଼ା ଥାନା ଅନିଜ ଗ୍ରାମର ପୁଷ୍ପାଞ୍ଜଳି ଦାସ ଆଗରପଡ଼ା କଲେଜରେ ଯୁକ୍ତ ତିନି ତୃତୀୟ ବର୍ଷ ବିଜ୍ଞାନ ଶ୍ରେଣୀରେ ଛାତ୍ରୀ । ନିଜ ଭଉଣୀ ରହୁଥିବା ଭଦ୍ରକ କଲେଜ ରୋଡ ସ୍ଥିତ ଏକ ଘରୋଇ ମେସକୁ ଆସି ରହୁଥିଲେ ପୁଷ୍ପାଞ୍ଜଳି । ଗତକାଲି କୌଣସି କାରଣରୁ ବିଳମ୍ବିତ ରାତିରେ ମେସ ରୁମରେ ଏକୁଟିଆ ଥିବା ବେଳେ, ବେକରେ ରଶି ଲଗାଇ ଆତ୍ମହତ୍ୟା କରି ଥାଇପରେ ବୋଲି ସନ୍ଦେହ କରାଯାଉଛି । ଆଜି ସକାଳୁ ପୁଷ୍ପାଞ୍ଜଳିଙ୍କର ଝୁଲନ୍ତା ମୃତଦେହ ଫ୍ୟାନରେ ଝୁଲୁଥିଲା । ଖବର ପାଇବା ପରେ ଟାଉନ୍ ଥାନା ଆଇଆଇସି ଉମାକାନ୍ତ ନାୟକ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀର ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛନ୍ତି ।

https://www.thesakala.in/latest-odisha-news/bhadrak/the-students-hanging-body-was-recovered-from-a-private-mess/article-6280
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର