ବାଇକକୁ ଧକ୍କା ଦେଲା ଟ୍ରକ: ୩ମୃତ

The Sakala Picture
Published On

ଭଦ୍ରକ: ଭଦ୍ରକ ଜିଲ୍ଲା ସାବରଙ୍ଗ ଛକରେ ଗତକାଲି ବିଳମ୍ବିତ ରାତିରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି  ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ଯୁ ଘଟିଛି। ମୃତକମାନଙ୍କର ପରିଚୟ ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ  ।ଘଟଣାସ୍ଥଳରେ ଜଣେ ଓ ହସ୍ପିଟାଲରେ ଆଉ ୨ ଜଣ ପ୍ରାଣ ହରାଇଛନ୍ତି। ସୂଚନା ଅନୁଯାୟୀ, ସାବରଙ୍ଗ ଉଚ୍ଚ ବିଦ୍ୟାଳୟ ନିକଟରେ ବାଇକକୁ ପିଟି ଦେଇଥିଲା ଟ୍ରକ୍। ବାଇକ୍ ଆରୋହୀ ଅନ୍ୟତ୍ର ଛିଟିକି ପଡିଥିଲେ। ଦୁର୍ଘଟଣାସ୍ଥଳରେ ଜଣଙ୍କର ଜୀବନ ଚାଲି ଯାଇଥିଲା। ହସ୍ପିଟାଲରେ […]

ଭଦ୍ରକ: ଭଦ୍ରକ ଜିଲ୍ଲା ସାବରଙ୍ଗ ଛକରେ ଗତକାଲି ବିଳମ୍ବିତ ରାତିରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି  ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ଯୁ ଘଟିଛି। ମୃତକମାନଙ୍କର ପରିଚୟ ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ  ।ଘଟଣାସ୍ଥଳରେ ଜଣେ ଓ ହସ୍ପିଟାଲରେ ଆଉ ୨ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ସୂଚନା ଅନୁଯାୟୀ, ସାବରଙ୍ଗ ଉଚ୍ଚ ବିଦ୍ୟାଳୟ ନିକଟରେ ବାଇକକୁ ପିଟି ଦେଇଥିଲା ଟ୍ରକ୍। ବାଇକ୍ ଆରୋହୀ ଅନ୍ୟତ୍ର ଛିଟିକି ପଡିଥିଲେ। ଦୁର୍ଘଟଣାସ୍ଥଳରେ ଜଣଙ୍କର ଜୀବନ ଚାଲି ଯାଇଥିଲା। ହସ୍ପିଟାଲରେ ଆଉ ୨ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର