ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ

The Sakala Picture
Published On

ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ସ୍ଥିତ କିସ୍ମତକୃଷ୍ଣପୁର ଗ୍ରାମରେ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି । ଚାନ୍ଦବାଲି ବ୍ଲକ କାରଣପଲ୍ଲୀ ଗ୍ରାମର ରତନ ମଣ୍ଡଳଙ୍କ ୫ ବର୍ଷର ଝିଅ ଚାନ୍ଦିନୀ ଓ ୪ ବର୍ଷର ଝିଅ ନନ୍ଦିନୀ ବୋଲି ଜଣାପଡିଛି । ରତନ ତାର ଦୁଇ ଝିଅ ସହିତ ସ୍ତ୍ରୀ କୁ ଧରି କୃଷ୍ଣପୁର ଶ୍ୱଶୁର ଘର ପୂର୍ଣଚନ୍ଦ୍ର ଦାସଙ୍କ ଘରକୁ ଆସିଥିଲେ । ହେଲେ ଦୁଇ ଭଉଣୀ ଖେଳୁଥିବା ସମୟରେ […]

ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ସ୍ଥିତ କିସ୍ମତକୃଷ୍ଣପୁର ଗ୍ରାମରେ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି । ଚାନ୍ଦବାଲି ବ୍ଲକ କାରଣପଲ୍ଲୀ ଗ୍ରାମର ରତନ ମଣ୍ଡଳଙ୍କ ୫ ବର୍ଷର ଝିଅ ଚାନ୍ଦିନୀ ଓ ୪ ବର୍ଷର ଝିଅ ନନ୍ଦିନୀ ବୋଲି ଜଣାପଡିଛି । ରତନ ତାର ଦୁଇ ଝିଅ ସହିତ ସ୍ତ୍ରୀ କୁ ଧରି କୃଷ୍ଣପୁର ଶ୍ୱଶୁର ଘର ପୂର୍ଣଚନ୍ଦ୍ର ଦାସଙ୍କ ଘରକୁ ଆସିଥିଲେ । ହେଲେ ଦୁଇ ଭଉଣୀ ଖେଳୁଥିବା ସମୟରେ କୌଣସି କାରଣ ବଶତଃ ଘର ନିକଟରେ ଥିବା ପୋଖରୀରେ ପଡିଯାଇଥିଲେ । ଦୀର୍ଘ ସମୟରେ ଧରି ଦୁଇ ଭଉଣୀକୁ ନ ପାଇବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ପରେ ପୋଖରୀରେ ଖୋଜା ଖୋଜି କରିବାରୁ ଦୁଇ ଭଉଣୀ ବୁଡି ଯାଇଥିବାର ଦେଖିବାକୁ ମିଳିଥିଲା। ପରିବାର ଲୋକେ ତୁରନ୍ତ ଉଦ୍ଧାର କରି ବାସୁଦେବପୁର ଡାକ୍ତରଖାନା ନେଇଆସିଥିଲେ । ହେଲେ ଡାକ୍ତର ସେଠାରେ ଦୁଇ ଭଉଣୀକୁ ମୃତ୍ୟୁ ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

19 Jun 2025 By The Sakala

ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ

ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ସ୍ଥିତ କିସ୍ମତକୃଷ୍ଣପୁର ଗ୍ରାମରେ ପୋଖରୀରେ ବୁଡ଼ି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି । ଚାନ୍ଦବାଲି ବ୍ଲକ କାରଣପଲ୍ଲୀ ଗ୍ରାମର ରତନ ମଣ୍ଡଳଙ୍କ ୫ ବର୍ଷର ଝିଅ ଚାନ୍ଦିନୀ ଓ ୪ ବର୍ଷର ଝିଅ ନନ୍ଦିନୀ ବୋଲି ଜଣାପଡିଛି । ରତନ ତାର ଦୁଇ ଝିଅ ସହିତ ସ୍ତ୍ରୀ କୁ ଧରି କୃଷ୍ଣପୁର ଶ୍ୱଶୁର ଘର ପୂର୍ଣଚନ୍ଦ୍ର ଦାସଙ୍କ ଘରକୁ ଆସିଥିଲେ । ହେଲେ ଦୁଇ ଭଉଣୀ ଖେଳୁଥିବା ସମୟରେ କୌଣସି କାରଣ ବଶତଃ ଘର ନିକଟରେ ଥିବା ପୋଖରୀରେ ପଡିଯାଇଥିଲେ । ଦୀର୍ଘ ସମୟରେ ଧରି ଦୁଇ ଭଉଣୀକୁ ନ ପାଇବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ପରେ ପୋଖରୀରେ ଖୋଜା ଖୋଜି କରିବାରୁ ଦୁଇ ଭଉଣୀ ବୁଡି ଯାଇଥିବାର ଦେଖିବାକୁ ମିଳିଥିଲା। ପରିବାର ଲୋକେ ତୁରନ୍ତ ଉଦ୍ଧାର କରି ବାସୁଦେବପୁର ଡାକ୍ତରଖାନା ନେଇଆସିଥିଲେ । ହେଲେ ଡାକ୍ତର ସେଠାରେ ଦୁଇ ଭଉଣୀକୁ ମୃତ୍ୟୁ ଘୋଷଣା କରିଥିଲେ।

https://www.thesakala.in/latest-odisha-news/bhadrak/two-sisters-drown-in-pond/article-41252
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର