ଓଡ଼ିଶାରୁ ଗଡ଼ିଲା ୨ ବନ୍ଦେ ଭାରତ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗ ନୟାଗ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ। ରାଉରକେଲା-ହାୱ ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱ ଭିତରେ […]

ଭୁବନେଶ୍ୱର: ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗ ନୟାଗ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

ରାଉରକେଲା-ହାୱ ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱ ଭିତରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଅଟକିବ ବୋଲି ସୂଚନା ମିଳିଛି। ସୋମବାର ଶୁଭାରମ୍ଭ ହେବାକୁ ଥିବା ଦୁର୍ଗ- ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଓ ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗ କେସିଙ୍ଗା, ରାୟଗ ରହଣି କରି ବିଶାଖାପାଟଣାରେ ପହଞ୍ଚିବ। ପୂର୍ବରୁ ଓ ଦେଇ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ ଚାଲୁଥିବା ବେଳେ, ୩ଟି ନୂଆ ସେମି-ହାଇସ୍ପିଡ ଟ୍ରେନର ଶୁଭାରମ୍ଭ ପରେ ଏହା ୬କୁ ବୃଦ୍ଧି ପାଇବ।

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଇଣ୍ଡିଆକୁ ଶକ୍ତ ଝଟକା: ଓଡ଼ିଶାର ୧୦୯୧ ଗାଁରେ ନାହିଁ ମୋବାଇଲ୍‌ ନେଟ୍‌ୱର୍କ, ରାୟଗଡ଼ାରେ ସର୍ବାଧିକ

15 Sep 2024 By The Sakala

ଓଡ଼ିଶାରୁ ଗଡ଼ିଲା ୨ ବନ୍ଦେ ଭାରତ ଏକ୍ସପ୍ରେସ୍, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ଓଡ଼ିଶାରେ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ଏକ୍ସପ୍ରେସ୍ ଟ୍ରେନ। ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରେନର ଭର୍ଚୁଆଲ୍ ମୋଡରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗ ନୟାଗ ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ।

ରାଉରକେଲା-ହାୱ ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱ ଭିତରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଅଟକିବ ବୋଲି ସୂଚନା ମିଳିଛି। ସୋମବାର ଶୁଭାରମ୍ଭ ହେବାକୁ ଥିବା ଦୁର୍ଗ- ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଓ ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗ କେସିଙ୍ଗା, ରାୟଗ ରହଣି କରି ବିଶାଖାପାଟଣାରେ ପହଞ୍ଚିବ। ପୂର୍ବରୁ ଓ ଦେଇ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ ଚାଲୁଥିବା ବେଳେ, ୩ଟି ନୂଆ ସେମି-ହାଇସ୍ପିଡ ଟ୍ରେନର ଶୁଭାରମ୍ଭ ପରେ ଏହା ୬କୁ ବୃଦ୍ଧି ପାଇବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର