ଆଜିଠୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

The Sakala Picture
Published On

କେନ୍ଦ୍ରାପଡ଼ା: ଆଜିଠୁ ୩ ମାସ ଯାଏଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଅର୍ଥାତ ଆସନ୍ତା ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ଉଦ୍ୟାନ ବନ୍ଦ ରହିବ । ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି । ଦୀର୍ଘ ତିନି ମାସ ଧରି ବଉଳା କୁମ୍ଭୀରଙ୍କ ପ୍ରଜନନ ପ୍ରକ୍ରିୟା ଜାରି ରହିବ । ଏହି ସମୟରେ କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହିତ ଅଣ୍ଡା ଦେବାକୁ ସ୍ଥଳଭାଗକୁ ଚାଲିଆସନ୍ତି । ଏଣୁ ପର୍ଯ୍ୟଟକଙ୍କ ସୁରକ୍ଷା […]

କେନ୍ଦ୍ରାପଡ଼ା: ଆଜିଠୁ ୩ ମାସ ଯାଏଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଅର୍ଥାତ ଆସନ୍ତା ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ଉଦ୍ୟାନ ବନ୍ଦ ରହିବ । ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି । ଦୀର୍ଘ ତିନି ମାସ ଧରି ବଉଳା କୁମ୍ଭୀରଙ୍କ ପ୍ରଜନନ ପ୍ରକ୍ରିୟା ଜାରି ରହିବ । ଏହି ସମୟରେ କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହିତ ଅଣ୍ଡା ଦେବାକୁ ସ୍ଥଳଭାଗକୁ ଚାଲିଆସନ୍ତି । ଏଣୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଜାତୀୟ ଉଦ୍ୟାନକୁ ୩ ମାସ ବନ୍ଦ ରଖାଯାଇଛି । ଆସନ୍ତା ଅଗଷ୍ଟ ୧ତାରିଖରୁ ପୁଣି ପର୍ଯ୍ୟଟନ ଭିତରକନିକା ଆସିପାରିବେ ବୋଲି ସୂଚନା ଦେଇଛନ୍ତି ଭିତରକନିକା ଜାତୀୟ ଉଦ୍ୟାନ କର୍ତ୍ତୁପକ୍ଷ ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ସମସ୍ତଙ୍କ ସାମ୍ନାରେ ସ୍ତ୍ରୀକୁ ଛୁରାମାଡ଼ କଲା ନୃଶଂସ ସ୍ୱାମୀ

01 May 2022 By The Sakala

ଆଜିଠୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡ଼ା: ଆଜିଠୁ ୩ ମାସ ଯାଏଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଅର୍ଥାତ ଆସନ୍ତା ଜୁଲାଇ ୩୧ତାରିଖ ପର୍ଯ୍ୟନ୍ତ ଉଦ୍ୟାନ ବନ୍ଦ ରହିବ । ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି । ଦୀର୍ଘ ତିନି ମାସ ଧରି ବଉଳା କୁମ୍ଭୀରଙ୍କ ପ୍ରଜନନ ପ୍ରକ୍ରିୟା ଜାରି ରହିବ । ଏହି ସମୟରେ କୁମ୍ଭୀରମାନେ ଅଧିକ ହିଂସ୍ର ହେବା ସହିତ ଅଣ୍ଡା ଦେବାକୁ ସ୍ଥଳଭାଗକୁ ଚାଲିଆସନ୍ତି । ଏଣୁ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ଜାତୀୟ ଉଦ୍ୟାନକୁ ୩ ମାସ ବନ୍ଦ ରଖାଯାଇଛି । ଆସନ୍ତା ଅଗଷ୍ଟ ୧ତାରିଖରୁ ପୁଣି ପର୍ଯ୍ୟଟନ ଭିତରକନିକା ଆସିପାରିବେ ବୋଲି ସୂଚନା ଦେଇଛନ୍ତି ଭିତରକନିକା ଜାତୀୟ ଉଦ୍ୟାନ କର୍ତ୍ତୁପକ୍ଷ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର