ଆଜିଠୁ ବନ୍ଦ ରହିବ ଭିତରକନିକା

The Sakala Picture
Published On

ଆଜିଠୁ ୩ ମାସ ଯାଏ ବନ୍ଦ ରହିବ ଭିତରକନିକା । କୁମ୍ଭୀରମାନଙ୍କ ପ୍ରଜନନ ପାଇଁ ବନ୍ଦ ହେଲା ଭିତରକନିକା ଜାତୀୟ ଉଦ୍ୟାନ । ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଆଜିଠୁ ବନ୍ଦ ରହିବ । ଆସନ୍ତା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା । ପ୍ରଜନନ ସମୟରେ କୁମ୍ଭୀର ମାନେ ଅଧିକ ହିଂସ୍ର ହୋଇଥାନ୍ତି । ପର୍ଯ୍ୟଟକ ମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ଏହି ସମୟରେ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କ ପାଇଁ […]

ଆଜିଠୁ ୩ ମାସ ଯାଏ ବନ୍ଦ ରହିବ ଭିତରକନିକା । କୁମ୍ଭୀରମାନଙ୍କ ପ୍ରଜନନ ପାଇଁ ବନ୍ଦ ହେଲା ଭିତରକନିକା ଜାତୀୟ ଉଦ୍ୟାନ । ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଆଜିଠୁ ବନ୍ଦ ରହିବ । ଆସନ୍ତା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା । ପ୍ରଜନନ ସମୟରେ କୁମ୍ଭୀର ମାନେ ଅଧିକ ହିଂସ୍ର ହୋଇଥାନ୍ତି ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ପୂର୍ବରୁ ପୁରୀରେ ସମ୍ପନ୍ନ ହେଲା ତିନି ରଥର ଦକ୍ଷିଣ ମୋଡ଼ ନୀତି

ପର୍ଯ୍ୟଟକ ମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ଏହି ସମୟରେ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ କରିଥାଏ । ଏହି ତିନିମାସ ସମୟରେ ବଉଳା କୁମ୍ଭୀର ମାନେ ଅଣ୍ଡା ଦେଇଥାନ୍ତି । ତେବେ ନିଜର ବଂଶ ରକ୍ଷା କରିବା ପାଇଁ ପାଖରେ କେହି ପର୍ଯ୍ୟଟକଙ୍କୁ ଦେଖିଲେ ଆକ୍ରମଣ କରିବାକୁ ପଛାଇ ନଥାନ୍ତି । ତେଣୁ ଏହି ସମୟରେ ଭିତରକନିକାକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଥାଏ ।

ଆହୁରି ପଢ଼ନ୍ତୁ: ତାଳଚେର ସାର କାରଖାନା କାର୍ଯ୍ୟକାରିତାକୁ ନେଇ ରାଜ୍ୟସଭାରେ ସାଂସଦ ମାନସଙ୍କ ପ୍ରଶ୍ନ

01 May 2021 By The Sakala

ଆଜିଠୁ ବନ୍ଦ ରହିବ ଭିତରକନିକା

ଆଜିଠୁ ୩ ମାସ ଯାଏ ବନ୍ଦ ରହିବ ଭିତରକନିକା । କୁମ୍ଭୀରମାନଙ୍କ ପ୍ରଜନନ ପାଇଁ ବନ୍ଦ ହେଲା ଭିତରକନିକା ଜାତୀୟ ଉଦ୍ୟାନ । ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଆଜିଠୁ ବନ୍ଦ ରହିବ । ଆସନ୍ତା ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା । ପ୍ରଜନନ ସମୟରେ କୁମ୍ଭୀର ମାନେ ଅଧିକ ହିଂସ୍ର ହୋଇଥାନ୍ତି ।

ପର୍ଯ୍ୟଟକ ମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ଏହି ସମୟରେ ଭିତରକନିକାକୁ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ କରିଥାଏ । ଏହି ତିନିମାସ ସମୟରେ ବଉଳା କୁମ୍ଭୀର ମାନେ ଅଣ୍ଡା ଦେଇଥାନ୍ତି । ତେବେ ନିଜର ବଂଶ ରକ୍ଷା କରିବା ପାଇଁ ପାଖରେ କେହି ପର୍ଯ୍ୟଟକଙ୍କୁ ଦେଖିଲେ ଆକ୍ରମଣ କରିବାକୁ ପଛାଇ ନଥାନ୍ତି । ତେଣୁ ଏହି ସମୟରେ ଭିତରକନିକାକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଥାଏ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର