ଭୁବନେଶ୍ୱର ଡିସିପି ଅଫିସକୁ ସିଲ୍ କଲା ବିଏମସି

The Sakala Picture
Published On

ଭୁବନେଶ୍ୱର: କାୟା ବିସ୍ତାର କରିବାରେ ଲାଗିଛି କରୋନା । ଜଧାନୀ ଭୁବନେଶ୍ୱରର ବାଣୀବିହାରସ୍ଥି ଡିସିପି ଅଫିସରୁ ଏକାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏକାଧିକ ପଜିଟିଭ ଚିହ୍ନଟ ପରେ ଡିସିପି ଅଫିସ ସିଲ୍‌ କରିଛି  ବିଏମ୍‌ସି । ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଏହି ଅଫିସକୁ ସିଲ୍‌ କରିଛି ବିଏମ୍‌ସି। ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସିର ଦକ୍ଷିଣ ପୂର୍ବ ଜୋନାଲ୍ ଡେପୁଟି କମିଶନର। କୋଭିଡ୍ ପଜିଟିଭ୍ ଚିହ୍ନଟଙ୍କୁ ଘରେ ଆଇସୋଲେସନରେ ରହିବାକୁ କୁହାଯାଇଛି । […]

ଭୁବନେଶ୍ୱର: କାୟା ବିସ୍ତାର କରିବାରେ ଲାଗିଛି କରୋନା । ଜଧାନୀ ଭୁବନେଶ୍ୱରର ବାଣୀବିହାରସ୍ଥି ଡିସିପି ଅଫିସରୁ ଏକାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏକାଧିକ ପଜିଟିଭ ଚିହ୍ନଟ ପରେ ଡିସିପି ଅଫିସ ସିଲ୍‌ କରିଛି  ବିଏମ୍‌ସି । ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଏହି ଅଫିସକୁ ସିଲ୍‌ କରିଛି ବିଏମ୍‌ସି। ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସିର ଦକ୍ଷିଣ ପୂର୍ବ ଜୋନାଲ୍ ଡେପୁଟି କମିଶନର।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

କୋଭିଡ୍ ପଜିଟିଭ୍ ଚିହ୍ନଟଙ୍କୁ ଘରେ ଆଇସୋଲେସନରେ ରହିବାକୁ କୁହାଯାଇଛି । କୌଣସି କର୍ମଚାରୀଙ୍କ ଠାରେ କରୋନାର କୌଣସି ଲକ୍ଷଣ ଦେଖା ଦେଲେ ବିଏମସିକୁ ଜଣାଇବ ଡିସିପି ଅଫିସ୍ । କୌଣସି ଜରୁରୀ ପରିସ୍ଥିତିରେ ବିଏମସିର କଣ୍ଟ୍ରୋଲ ରୁମ ନମ୍ବର ୭୮୪୭୮୭୩୦୪୦ କିମ୍ବା ୧୯୨୯ରେ ଯୋଗାଯୋଗ କରିବାକୁ ହେବ ।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

ଏଥିସହ ଭିତରେ ଯେଉଁ କର୍ମଚାରୀ ଭିତରେ ଅଛନ୍ତି ସମସ୍ତଙ୍କ ଟେଷ୍ଟିଂ ଓ ଟ୍ରାକିଂକୁ ଗୁରୁତ୍ୱ ଦିଆଯାଉଛି । ତେଣୁ ସେମାନଙ୍କୁ ମଧ୍ୟ ବାହାରକୁ ଯିବାକୁ ଅନୁମତି ମିଳିନି। ବିଏମସିର ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ଯନ୍ତ ସେମାନଙ୍କୁ କାର୍ଯ୍ଯାଳୟ ଭିତରେ ହିଁ ରହିବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର