ବର୍ଷାରେ ଭିଜିଲା ଭୁବନେଶ୍ୱର, ଆସନ୍ତା ୩ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ଗର୍ଜନ କରୁଛି ମେଘ। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି। ସେହିପରି କଟକ ସହରରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି। ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନ୍‌‌ ସିଟିରେ ଆସନ୍ତା ୩ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱରର ବିଭିନ୍ନ ରାସ୍ତାଘାଟ ସମେତ ତଳିଆ ଅଞ୍ଚଳରେ ପ୍ରବଳ ପାଣି ଜମି ଯାଇଛି।

About The Author: The Sakala