ଓଡିଶା ସହ ଯୋଡିହେବ ଉତ୍ତର-ପୂର୍ବ ରାଜ୍ୟ, ୨୯ରୁ ଆରମ୍ଭ ହେବ ଭୁବନେଶ୍ୱର- ଗୌହାଟୀ ବିମାନ ସେବା

The Sakala Picture
Published On

ଭୁବନେଶ୍ବର: ଓଡିଶା ସହ ଯୋଡିହେବ ଉତ୍ତର-ପୂର୍ବ ରାଜ୍ୟ । ଅକ୍ଟୋବର ୨୯ରୁ ଆରମ୍ଭ ହେବ ଭୁବନେଶ୍ୱରରୁ ଗୌହାଟୀ ଡାଇରେକ୍ଟ ଫ୍ଳାଇଟ୍ । ସପ୍ତାହକୁ ସାତଦିନ ଇଣ୍ଡିଗୋ ଯୋଗାଇବ ବିମାନ ସେବା ।  ଦେଢ ଘଣ୍ଟାରେ ଭୁବନେଶ୍ୱରରୁ ଗୌହାଟୀ ପହଞ୍ଚିବେ ଯାତ୍ରୀ । ଆଗକୁ ଜମ୍ମୁ, ଚଣ୍ଡିଗଡ ଏବଂ ସୁରଟକୁ ସିଧାସଳଖ ଉଡିପାରେ ବିମାନ । ଯାତ୍ରୀଙ୍କ ଡିମାଣ୍ଡକୁ ଦେଖି ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି […]

ଭୁବନେଶ୍ବର: ଓଡିଶା ସହ ଯୋଡିହେବ ଉତ୍ତର-ପୂର୍ବ ରାଜ୍ୟ । ଅକ୍ଟୋବର ୨୯ରୁ ଆରମ୍ଭ ହେବ ଭୁବନେଶ୍ୱରରୁ ଗୌହାଟୀ ଡାଇରେକ୍ଟ ଫ୍ଳାଇଟ୍ । ସପ୍ତାହକୁ ସାତଦିନ ଇଣ୍ଡିଗୋ ଯୋଗାଇବ ବିମାନ ସେବା ।  ଦେଢ ଘଣ୍ଟାରେ ଭୁବନେଶ୍ୱରରୁ ଗୌହାଟୀ ପହଞ୍ଚିବେ ଯାତ୍ରୀ । ଆଗକୁ ଜମ୍ମୁ, ଚଣ୍ଡିଗଡ ଏବଂ ସୁରଟକୁ ସିଧାସଳଖ ଉଡିପାରେ ବିମାନ । ଯାତ୍ରୀଙ୍କ ଡିମାଣ୍ଡକୁ ଦେଖି ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ବିମାନ ବନ୍ଦର ନିର୍ଦ୍ଦେଶକ।

ଆହୁରି ପଢ଼ନ୍ତୁ:  INS ଚିଲିକାରେ ଆଉ ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ପୂର୍ବରୁ ଓଡିଶା ସହ ଯୋଡି ହୋଇଛି ୨୦ ଟି ଡେଷ୍ଟିନେସନ । ଦୈନିକ ୧୩ ହଜାରରୁ ଅଧିକ ଯାତ୍ରୀ ଯିବା ଆସିବା କରୁଛନ୍ତି। ଗୌହାଟୀକୁ ସିଧା ବିମାନ ସେବାକୁ ନେଇ ଖୁସି ପ୍ରକଟ କରିଛନ୍ତି ଯାତ୍ରୀ । ସମୟ ବଞ୍ଚିବା ସହ ସହଜ ହେବ କାମ ବୋଲି ଯାତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

17 Oct 2023 By The Sakala

ଓଡିଶା ସହ ଯୋଡିହେବ ଉତ୍ତର-ପୂର୍ବ ରାଜ୍ୟ, ୨୯ରୁ ଆରମ୍ଭ ହେବ ଭୁବନେଶ୍ୱର- ଗୌହାଟୀ ବିମାନ ସେବା

ଭୁବନେଶ୍ବର: ଓଡିଶା ସହ ଯୋଡିହେବ ଉତ୍ତର-ପୂର୍ବ ରାଜ୍ୟ । ଅକ୍ଟୋବର ୨୯ରୁ ଆରମ୍ଭ ହେବ ଭୁବନେଶ୍ୱରରୁ ଗୌହାଟୀ ଡାଇରେକ୍ଟ ଫ୍ଳାଇଟ୍ । ସପ୍ତାହକୁ ସାତଦିନ ଇଣ୍ଡିଗୋ ଯୋଗାଇବ ବିମାନ ସେବା ।  ଦେଢ ଘଣ୍ଟାରେ ଭୁବନେଶ୍ୱରରୁ ଗୌହାଟୀ ପହଞ୍ଚିବେ ଯାତ୍ରୀ । ଆଗକୁ ଜମ୍ମୁ, ଚଣ୍ଡିଗଡ ଏବଂ ସୁରଟକୁ ସିଧାସଳଖ ଉଡିପାରେ ବିମାନ । ଯାତ୍ରୀଙ୍କ ଡିମାଣ୍ଡକୁ ଦେଖି ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ବିମାନ ବନ୍ଦର ନିର୍ଦ୍ଦେଶକ।

ପୂର୍ବରୁ ଓଡିଶା ସହ ଯୋଡି ହୋଇଛି ୨୦ ଟି ଡେଷ୍ଟିନେସନ । ଦୈନିକ ୧୩ ହଜାରରୁ ଅଧିକ ଯାତ୍ରୀ ଯିବା ଆସିବା କରୁଛନ୍ତି। ଗୌହାଟୀକୁ ସିଧା ବିମାନ ସେବାକୁ ନେଇ ଖୁସି ପ୍ରକଟ କରିଛନ୍ତି ଯାତ୍ରୀ । ସମୟ ବଞ୍ଚିବା ସହ ସହଜ ହେବ କାମ ବୋଲି ଯାତ୍ରୀ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର