ରହିବା ପାଇଁ ସବୁଠାରୁ ଅନୁକୂଳ ରାଜଧାନୀ ତାଲିକାରେ ଚତୁର୍ଥ ସ୍ଥାନରେ ଭୁବନେଶ୍ୱର

The Sakala Picture
Published On

ରହିବା ପାଇଁ ସବୁଠାରୁ ଅନୁକୂଳ ରାଜଧାନୀ ତାଲିକାରେ ଭୁବନେଶ୍ୱର ସ୍ଥାନ ପାଇଛି । ଦେଶରେ ରହିବା ପାଇଁ ସବୁଠାରୁ ଅନୁକୂଳ ରାଜଧାନୀର ଟପ୍ ଟେନରେ ଭୁବନେଶ୍ୱର ଚତୁର୍ଥ ସ୍ଥାନରେ ରହିଛି । ପ୍ରଥମ ସ୍ଥାନରେ ବେଙ୍ଗାଲୁରୁ ଥିବାବେଳେ ଦ୍ୱିତୀୟ ସ୍ଥାନରେ ଚେନ୍ନାଇ, ତୃତୀୟ ସ୍ଥାନରେ ସିମଲା ରହିଛି । ସେଂଟର ଫର୍ ସାଇନ୍ସ ଆଣ୍ଡ ଏନଭାୟର୍ନମେଂଟ –ସିଏସଇ ପକ୍ଷରୁ କରାଯାଇଥିବା ସର୍ଭେରେ ପଞ୍ଚମ ସ୍ଥାନରେ ମୁମ୍ବାଇ ରହିଥିବାବେଳେ, ଦିଲ୍ଲୀ ଷଷ୍ଠ, ଭୋପାଳ ସପ୍ତମ, ରାୟପୁର ଅଷ୍ଟମ, ଗାନ୍ଧିନଗର […]

ରହିବା ପାଇଁ ସବୁଠାରୁ ଅନୁକୂଳ ରାଜଧାନୀ ତାଲିକାରେ ଭୁବନେଶ୍ୱର ସ୍ଥାନ ପାଇଛି । ଦେଶରେ ରହିବା ପାଇଁ ସବୁଠାରୁ ଅନୁକୂଳ ରାଜଧାନୀର ଟପ୍ ଟେନରେ ଭୁବନେଶ୍ୱର ଚତୁର୍ଥ ସ୍ଥାନରେ ରହିଛି । ପ୍ରଥମ ସ୍ଥାନରେ ବେଙ୍ଗାଲୁରୁ ଥିବାବେଳେ ଦ୍ୱିତୀୟ ସ୍ଥାନରେ ଚେନ୍ନାଇ, ତୃତୀୟ ସ୍ଥାନରେ ସିମଲା ରହିଛି । ସେଂଟର ଫର୍ ସାଇନ୍ସ ଆଣ୍ଡ ଏନଭାୟର୍ନମେଂଟ –ସିଏସଇ ପକ୍ଷରୁ କରାଯାଇଥିବା ସର୍ଭେରେ ପଞ୍ଚମ ସ୍ଥାନରେ ମୁମ୍ବାଇ ରହିଥିବାବେଳେ, ଦିଲ୍ଲୀ ଷଷ୍ଠ, ଭୋପାଳ ସପ୍ତମ, ରାୟପୁର ଅଷ୍ଟମ, ଗାନ୍ଧିନଗର ନବମ ଓ ଜୟପୁର ଦଶମ ସ୍ଥାନରେ ରହିଛି । ଏହି ତାଲିକାରେ ଭୁବନେଶ୍ୱର ଚତୁର୍ଥ ସ୍ଥାନରେ ଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ତୋଷ ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ନାମାଙ୍କନ ଦାଖଲ ପୂର୍ବରୁ ଭଦ୍ରକର ୨ଟି କଲେଜରେ ନିର୍ବାଚନ ବାତିଲ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର