ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍ କଲା ବିଏମସି

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍ । କୋଭିଡ୍ ଗାଇଡଲାଇନ୍ ଉଲ୍ଲଙ୍ଘନ ଅଭିଯୋଗରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ୟୁନିଟ୍ ୪ ମାଛ ମାର୍କେଟ୍ ସିଲ୍ କଲା ବିଏମସି। ସଟଡାଉନରେ ମାଛ ଦୋକାନ ଓ ଗୋଦାମ ଖୋଲି ବେପାର ଚଳାଇଥିଲେ । ମାର୍କେଟ ସିଲ୍ ସରିବା ସହ ଦୋକାନୀ ଓ ଗୋଦାମ ମାଲିକଙ୍କ ଉପରେ ମୋଟା ଅଙ୍କର ଫାଇନ ଲଗାଇଛି ବିଏମସି । ଏହାପୂର୍ବରୁ ଅଗଷ୍ଟ ମାସରେ ନୂଆ ଗାଇଡ଼ଲାଇନ୍ ଆସିବା […]

ଭୁବନେଶ୍ୱର: ଭୁବନେଶ୍ୱର ୪ ନମ୍ବର ମାଛ ମାର୍କେଟ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିଲ୍ । କୋଭିଡ୍ ଗାଇଡଲାଇନ୍ ଉଲ୍ଲଙ୍ଘନ ଅଭିଯୋଗରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ୟୁନିଟ୍ ୪ ମାଛ ମାର୍କେଟ୍ ସିଲ୍ କଲା ବିଏମସି। ସଟଡାଉନରେ ମାଛ ଦୋକାନ ଓ ଗୋଦାମ ଖୋଲି ବେପାର ଚଳାଇଥିଲେ । ମାର୍କେଟ ସିଲ୍ ସରିବା ସହ ଦୋକାନୀ ଓ ଗୋଦାମ ମାଲିକଙ୍କ ଉପରେ ମୋଟା ଅଙ୍କର ଫାଇନ ଲଗାଇଛି ବିଏମସି ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେଇପାରେ ଲଘୁଚାପ, ୨୮ରେ ଓଡ଼ିଶା-ଆନ୍ଧ୍ର ଉପକୂଳ ଛୁଇଁବା ନେଇ ଆଇଏମଡି ଡିଜିଙ୍କ ସୂଚନା

ଏହାପୂର୍ବରୁ ଅଗଷ୍ଟ ମାସରେ ନୂଆ ଗାଇଡ଼ଲାଇନ୍ ଆସିବା ପରେ ୨ଥର ଚେତାବନୀ ଦେଇଥିଲା BMC। ତେବେ ଚେତାଵନୀ ସତ୍ତ୍ଵେ ସଟଡାଉନ କଟକଣା ନମାନି ଦୋକାନ ଓ ଗୋଦାମ ଖୋଲୁଥିବାରୁ ଆଜି ବିଏମସି ଚଢାଉ କରି ମାର୍କେଟ୍ ସିଲ୍ କରିଛି ।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର