ଖରାରେ ଅସ୍ତବ୍ୟସ୍ତ ଜନଜୀବନ: ୪୩ ଡିଗ୍ରୀ ପାର କଲା ଭୁବନେଶ୍ୱରର ତାପମାତ୍ରା
ଭୁବନେଶ୍ବର: ଖରାରେ ଅସ୍ତବ୍ୟସ୍ତ ଜନଜୀବନ। ଉପକୂଳରୁ ଉପାନ୍ତ ହେଉକି ବୌଦ୍ଧରୁ ଭୁବନେଶ୍ୱର ସବୁଠି ଦେଖିବାକୁ ମିଳୁଛି ତାତିର ଦାଉ। ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ଜୀବନ ଯାତ୍ରାକୁ ପ୍ରଭାବିତ କରିଛି। ଆଜି ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୩ ଡିଗ୍ରୀ ପାର କରିଛି। ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ବର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭୁବନେଶ୍ୱରର ତାପମାତ୍ରା ୪୩.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି- […]
ଭୁବନେଶ୍ବର: ଖରାରେ ଅସ୍ତବ୍ୟସ୍ତ ଜନଜୀବନ। ଉପକୂଳରୁ ଉପାନ୍ତ ହେଉକି ବୌଦ୍ଧରୁ ଭୁବନେଶ୍ୱର ସବୁଠି ଦେଖିବାକୁ ମିଳୁଛି ତାତିର ଦାଉ। ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ଜୀବନ ଯାତ୍ରାକୁ ପ୍ରଭାବିତ କରିଛି। ଆଜି ଦିନ ୨ଟା ୩୦ ସୁଦ୍ଧା ତାପମାତ୍ରା ୪୩ ଡିଗ୍ରୀ ପାର କରିଛି। ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ବର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭୁବନେଶ୍ୱରର ତାପମାତ୍ରା ୪୩.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।
ସେହିପରି-
ସମ୍ବଲପୁର: ୪୦.୮°C
ହୀରାକୁଦ: ୪୦.୬°C
ଚାନ୍ଦବାଲି: ୪୦.୬°C
ଝାରସୁଗୁଡା: ୪୦.୨°C
ରାଉରକେଲା: ୩୯.୬°C
କେନ୍ଦୁଝର: ୩୯°C
ବାଲେଶ୍ୱର: ୩୭.୮°C
ପୁରୀ: ୩୩°C
ଗୋପାଳପୁର: ୩୨.୨°C
ପାରାଦୀପ: ୩୨°C