OSSC ପରୀକ୍ଷାରେ ବଡ଼ ତ୍ରୁଟି; ଏକ୍ସାଇଜ୍‌ ଓ ଟ୍ରାଫିକ୍‌ ଏସ୍‌ଆଇ ପରୀକ୍ଷାରେ ଆସିଲା ସିଜିଏଲ୍‌ରୁ ପ୍ରଶ୍ନ…

ଭୁବନେଶ୍ବର: ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (OSSC) ପରୀକ୍ଷାରେ ବଡ଼ ତ୍ରୁଟି। ତ୍ରୁଟି ସ୍ବୀକାର କଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ। ଆୟୋଗ ତ୍ରୁଟିକୁ ସ୍ବୀକାର କରି ଦୁଃଖ ପ୍ରକାଶ କଲେ । ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଲେ । ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍‌ କରାଯାଇଛି। ଆଜି ଏକ୍ସାଇଜ୍‌ ଓ ଟ୍ରାଫିକ୍‌ ଏସ୍‌ଆଇ ପରୀକ୍ଷା ଥିଲା । ମାତ୍ର ସିଜିଏଲ୍‌ରୁ ପ୍ରଶ୍ନ ଆସିଥିବା ପରୀକ୍ଷାର୍ଥୀଙ୍କ […]

ଭୁବନେଶ୍ବର: ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (OSSC) ପରୀକ୍ଷାରେ ବଡ଼ ତ୍ରୁଟି। ତ୍ରୁଟି ସ୍ବୀକାର କଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ। ଆୟୋଗ ତ୍ରୁଟିକୁ ସ୍ବୀକାର କରି ଦୁଃଖ ପ୍ରକାଶ କଲେ । ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଲେ । ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍‌ କରାଯାଇଛି। ଆଜି ଏକ୍ସାଇଜ୍‌ ଓ ଟ୍ରାଫିକ୍‌ ଏସ୍‌ଆଇ ପରୀକ୍ଷା ଥିଲା । ମାତ୍ର ସିଜିଏଲ୍‌ରୁ ପ୍ରଶ୍ନ ଆସିଥିବା ପରୀକ୍ଷାର୍ଥୀଙ୍କ ଅଭିଯୋଗ । ଏତେବଡ଼ ପରୀକ୍ଷାରେ ତ୍ରୁଟିକୁ ନେଇ ପରୀକ୍ଷାର୍ଥୀ ହତାଶ ହୋଇଛନ୍ତି।

About The Author: The Sakala