ଖରା ଛୁଟି ନେଇ ଆସିଲା ବଡ଼ ଖବର…..

The Sakala Picture
Published On

ଭୁବନେଶ୍ବର: ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ସ୍କୁଲ୍‌ ଛୁଟି ନିଷ୍ପତ୍ତି ଜିଲ୍ଲାପାଳମାନେ ନେବେ। ଏ  ନେଇ ସୂଚନା ଦେଇଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏସ୍‌ଓପି ବାହାରେ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ଅଧିକୃତ କରାଯାଇଛି। ଜିଲ୍ଲାପାଳ ଅନୁଭବ କଲେ ସ୍ବତନ୍ତ୍ର ନିଷ୍ପତ୍ତି ନେଇପାରିବେ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଦିନେ ଦୁଇ ଦିନରେ ଆଲୋଚନା ପରେ ଅଧିକ ନିର୍ଦ୍ଦେଶାବଳୀ ଜାରି ହେବ ବୋଲି ମନ୍ତ୍ରୀ ସୁରେଶ ପୂଜାରୀ […]

ଭୁବନେଶ୍ବର: ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ସ୍କୁଲ୍‌ ଛୁଟି ନିଷ୍ପତ୍ତି ଜିଲ୍ଲାପାଳମାନେ ନେବେ। ଏ  ନେଇ ସୂଚନା ଦେଇଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏସ୍‌ଓପି ବାହାରେ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ଅଧିକୃତ କରାଯାଇଛି। ଜିଲ୍ଲାପାଳ ଅନୁଭବ କଲେ ସ୍ବତନ୍ତ୍ର ନିଷ୍ପତ୍ତି ନେଇପାରିବେ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଦିନେ ଦୁଇ ଦିନରେ ଆଲୋଚନା ପରେ ଅଧିକ ନିର୍ଦ୍ଦେଶାବଳୀ ଜାରି ହେବ ବୋଲି ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ବିଶ୍ୱ ନିୟନ୍ତାଙ୍କ ବାହୁଡ଼ା ଯାତ୍ରା: ଛେରାପହଁରା ନୀତି ସଂପନ୍ନ ପରେ ଆରମ୍ଭ ହେଲା ରଥଟଣା

ଖବର ଅନୁଯାୟୀ, ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନ ସ୍କୁଲ ବନ୍ଦ ରଖିବାକୁ ଓ  ଆଗୁଆ ଖରା ଛୁଟି ପାଇଁ  ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି ବୋଲି କହିଛନ୍ତି। ।

ଆହୁରି ପଢ଼ନ୍ତୁ: ଭାଙ୍ଗିଲା କାନୁପୁର ଜଳସେଚନ ପ୍ରକଳ୍ପର କପର ଡ୍ୟାମ୍‌: ବୈତରଣୀ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

22 Apr 2025 By The Sakala

ଖରା ଛୁଟି ନେଇ ଆସିଲା ବଡ଼ ଖବର…..

ଭୁବନେଶ୍ବର: ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ସ୍କୁଲ୍‌ ଛୁଟି ନିଷ୍ପତ୍ତି ଜିଲ୍ଲାପାଳମାନେ ନେବେ। ଏ  ନେଇ ସୂଚନା ଦେଇଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏସ୍‌ଓପି ବାହାରେ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ଅଧିକୃତ କରାଯାଇଛି। ଜିଲ୍ଲାପାଳ ଅନୁଭବ କଲେ ସ୍ବତନ୍ତ୍ର ନିଷ୍ପତ୍ତି ନେଇପାରିବେ । ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ। ଦିନେ ଦୁଇ ଦିନରେ ଆଲୋଚନା ପରେ ଅଧିକ ନିର୍ଦ୍ଦେଶାବଳୀ ଜାରି ହେବ ବୋଲି ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।

ଖବର ଅନୁଯାୟୀ, ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ଆସନ୍ତା ଦୁଇ ଦିନ ସ୍କୁଲ ବନ୍ଦ ରଖିବାକୁ ଓ  ଆଗୁଆ ଖରା ଛୁଟି ପାଇଁ  ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛନ୍ତି ବୋଲି କହିଛନ୍ତି। ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର