ମନୋରଞ୍ଜନ

ପୁରୀ ପୁଲିସ ପକ୍ଷରୁ ବଡ଼ ପଦକ୍ଷେପ, ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା

The Sakala Picture
Published On

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ସୁନିଶ୍ଚିତ କରିବା ନେଇ ପୁରୀ ପୁଲିସ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା ସହିତ ଭିତରେ ମୋବାଇଲ ଦ୍ୱାରା ଫୋଟୋ ଉତ୍ତୋଳନକୁ ବାରଣ କରାଯାଇଛି । ଏହା ଉପରେ ସ୍ୱତନ୍ତ୍ର ନଜର ରଖିବ ପୁରୀ ପୁଲିସ। ପ୍ରାଥମିକ ଭାବେ ଏ ନେଇ ପୁଲିସ ପକ୍ଷରୁ ସଚେତନତା ସୃଷ୍ଟି କରାଯାଇଥିବା ବେଳେ ନିୟମ ଉଲ୍ଲଂଘନ କଲେ କଡା ପଦକ୍ଷେପ ନିଆଯିବ। […]

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ସୁନିଶ୍ଚିତ କରିବା ନେଇ ପୁରୀ ପୁଲିସ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା ସହିତ ଭିତରେ ମୋବାଇଲ ଦ୍ୱାରା ଫୋଟୋ ଉତ୍ତୋଳନକୁ ବାରଣ କରାଯାଇଛି । ଏହା ଉପରେ ସ୍ୱତନ୍ତ୍ର ନଜର ରଖିବ ପୁରୀ ପୁଲିସ। ପ୍ରାଥମିକ ଭାବେ ଏ ନେଇ ପୁଲିସ ପକ୍ଷରୁ ସଚେତନତା ସୃଷ୍ଟି କରାଯାଇଥିବା ବେଳେ ନିୟମ ଉଲ୍ଲଂଘନ କଲେ କଡା ପଦକ୍ଷେପ ନିଆଯିବ। ପୁଲିସର ଏପରି ପଦକ୍ଷେପକୁ ସେବାୟତ ବୁଦ୍ଧିଜୀବୀ ସ୍ୱାଗତ କରିବା ସହ ପ୍ରଶଂସା କରିଛନ୍ତି ।

ଆହୁରି ପଢ଼ନ୍ତୁ: ବିଜେଡିର ଅଭିଯୋଗ: ସରକାରୀ କାର୍ଯ୍ୟକ୍ରମରେ ପ୍ରୋଟୋକଲକୁ ଦଳୀୟ ସ୍ୱାର୍ଥ ପାଇଁ ବଳି ଦିଆଯାଉଛି

14 Feb 2024 By The Sakala

ପୁରୀ ପୁଲିସ ପକ୍ଷରୁ ବଡ଼ ପଦକ୍ଷେପ, ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା

ପୁରୀ: ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ସୁନିଶ୍ଚିତ କରିବା ନେଇ ପୁରୀ ପୁଲିସ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା ସହିତ ଭିତରେ ମୋବାଇଲ ଦ୍ୱାରା ଫୋଟୋ ଉତ୍ତୋଳନକୁ ବାରଣ କରାଯାଇଛି । ଏହା ଉପରେ ସ୍ୱତନ୍ତ୍ର ନଜର ରଖିବ ପୁରୀ ପୁଲିସ। ପ୍ରାଥମିକ ଭାବେ ଏ ନେଇ ପୁଲିସ ପକ୍ଷରୁ ସଚେତନତା ସୃଷ୍ଟି କରାଯାଇଥିବା ବେଳେ ନିୟମ ଉଲ୍ଲଂଘନ କଲେ କଡା ପଦକ୍ଷେପ ନିଆଯିବ। ପୁଲିସର ଏପରି ପଦକ୍ଷେପକୁ ସେବାୟତ ବୁଦ୍ଧିଜୀବୀ ସ୍ୱାଗତ କରିବା ସହ ପ୍ରଶଂସା କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର