ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରମ୍ୟାନ୍ ବିଜୟ ସାହୁଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରମ୍ୟାନ୍ ବିଜୟ ସାହୁଙ୍କ ପରଲୋକ ହୋଇଯାଇଛି। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଥିବା ନେଇ ସ୍ପଷ୍ଟ କରିଛନ୍ତି ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଲୋକ ସଂପର୍କ ଅଧିକାରୀ ଶରତ କର। ଶ୍ରୀ ସାହୁ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ। ତେବେ ତା’ପରେ ତାଙ୍କ ଠାରେ ଅନେକ ଜଟିଳତା ଦେଖା ଦେଇଥିଲା ଓ ସେ ଗୁରୁତର ହୋଇଯାଇଥିଲେ। ତା’ପରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ […]

ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରମ୍ୟାନ୍ ବିଜୟ ସାହୁଙ୍କ ପରଲୋକ ହୋଇଯାଇଛି। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଥିବା ନେଇ ସ୍ପଷ୍ଟ କରିଛନ୍ତି ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଲୋକ ସଂପର୍କ ଅଧିକାରୀ ଶରତ କର। ଶ୍ରୀ ସାହୁ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ। ତେବେ ତା’ପରେ ତାଙ୍କ ଠାରେ ଅନେକ ଜଟିଳତା ଦେଖା ଦେଇଥିଲା ଓ ସେ ଗୁରୁତର ହୋଇଯାଇଥିଲେ। ତା’ପରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ହାଇଦ୍ରାବାଦ ନିଆଯାଇଥିଲା। କିନ୍ତୁ ସେଠାରେ ତାଙ୍କର ପରଲୋକ ହୋଇଯାଇଛି।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ରଞ୍ଜନ ହତ୍ୟା ମାମଲା: କାହାରିକୁ ବି ଛଡ଼ାଯିବ ନାହିଁ କହିଲେ କ୍ରାଇମବ୍ରାଞ୍ଚ ଡିଜି

ସରକାରୀ ବିଦ୍ୟାଳୟରେ ଗୁଣବତ୍ତା ଶିକ୍ଷାଦାନ ଏବଂ ସଂସ୍କରଣ ଆଣିବା ଦିଗରେ ସର୍ବଦା ଚେଷ୍ଟାରତ ଥିଲେ ଡାକ୍ତର ବିଜୟ କୁମାର ସାହୁ । ରାଜ୍ୟ ସରକାର ତାଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ମଧ୍ୟ କାର୍ଯ୍ଯ କରିଆସୁଥିଲେ ସେ । ରାଜ୍ୟରେ ଶିକ୍ଷାଦାନରେ ଉନ୍ନତି ଆଣିବାରେ ତାଙ୍କ ଭୂମିକା ସର୍ବଦା ପ୍ରଶଂସନୀୟ । କୋଭିଡରେ ସଂକ୍ରମଣ ପରେ ବିଜୟ ସାହୁ ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କିନ୍ତୁ ହଠାତ ତାଙ୍କ ସ୍ୱାସ୍ଥ୍ୟରେ ଅବନତି ଆସିଥିଲେ । ଏବଂ ୫୭ ବର୍ଷ ବୟସରେ଼ ଡ଼କ୍ଟର ବିଜୟ କୁମାର ସାହୁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଡକ୍ଟର ବିଜୟ ସାହୁଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏଥି ସହିତ ତାଙ୍କ ପରିବାରଲୋକଙ୍କୁ ମଧ୍ୟ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳୀ ଜଣାଇବା ସହ ବିଜୟ ସାହୁଙ୍କ ପ୍ରତିଭା ଏବଂ ପରାକାଷ୍ଠାକୁ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି । ଶିକ୍ଷା ପ୍ରତି ତାଙ୍କର ଅବଦାନ ସର୍ବଦା ଅବିସ୍ମରଣୀୟ ଏବଂ ପ୍ରଶଂସନୀୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: ପୁଲିସ ଏସଆଇ ପ୍ରଶ୍ନପତ୍ର ଲିକ୍ ମାମଲା: ୧୭ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

03 Jun 2021 By The Sakala

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରମ୍ୟାନ୍ ବିଜୟ ସାହୁଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରମ୍ୟାନ୍ ବିଜୟ ସାହୁଙ୍କ ପରଲୋକ ହୋଇଯାଇଛି। ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଥିବା ନେଇ ସ୍ପଷ୍ଟ କରିଛନ୍ତି ସାଇ ଇଣ୍ଟରନ୍ୟାସନାଲ ସ୍କୁଲ ଲୋକ ସଂପର୍କ ଅଧିକାରୀ ଶରତ କର। ଶ୍ରୀ ସାହୁ କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ। ତେବେ ତା’ପରେ ତାଙ୍କ ଠାରେ ଅନେକ ଜଟିଳତା ଦେଖା ଦେଇଥିଲା ଓ ସେ ଗୁରୁତର ହୋଇଯାଇଥିଲେ। ତା’ପରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ହାଇଦ୍ରାବାଦ ନିଆଯାଇଥିଲା। କିନ୍ତୁ ସେଠାରେ ତାଙ୍କର ପରଲୋକ ହୋଇଯାଇଛି।

ସରକାରୀ ବିଦ୍ୟାଳୟରେ ଗୁଣବତ୍ତା ଶିକ୍ଷାଦାନ ଏବଂ ସଂସ୍କରଣ ଆଣିବା ଦିଗରେ ସର୍ବଦା ଚେଷ୍ଟାରତ ଥିଲେ ଡାକ୍ତର ବିଜୟ କୁମାର ସାହୁ । ରାଜ୍ୟ ସରକାର ତାଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ମଧ୍ୟ କାର୍ଯ୍ଯ କରିଆସୁଥିଲେ ସେ । ରାଜ୍ୟରେ ଶିକ୍ଷାଦାନରେ ଉନ୍ନତି ଆଣିବାରେ ତାଙ୍କ ଭୂମିକା ସର୍ବଦା ପ୍ରଶଂସନୀୟ । କୋଭିଡରେ ସଂକ୍ରମଣ ପରେ ବିଜୟ ସାହୁ ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କିନ୍ତୁ ହଠାତ ତାଙ୍କ ସ୍ୱାସ୍ଥ୍ୟରେ ଅବନତି ଆସିଥିଲେ । ଏବଂ ୫୭ ବର୍ଷ ବୟସରେ଼ ଡ଼କ୍ଟର ବିଜୟ କୁମାର ସାହୁ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

ଡକ୍ଟର ବିଜୟ ସାହୁଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏଥି ସହିତ ତାଙ୍କ ପରିବାରଲୋକଙ୍କୁ ମଧ୍ୟ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳୀ ଜଣାଇବା ସହ ବିଜୟ ସାହୁଙ୍କ ପ୍ରତିଭା ଏବଂ ପରାକାଷ୍ଠାକୁ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି । ଶିକ୍ଷା ପ୍ରତି ତାଙ୍କର ଅବଦାନ ସର୍ବଦା ଅବିସ୍ମରଣୀୟ ଏବଂ ପ୍ରଶଂସନୀୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର