ନିଆରା ଢଙ୍ଗରେ ବିଶ୍ୱ ଆଦିବାସୀ ଦିବସ ପାଳୁଛି ବିଜୁ ଜନତା ଦଳ

The Sakala Picture
Published On

ଭୁବନେଶ୍ୱର: ନିଆରା ଢଙ୍ଗରେ ବିଶ୍ୱ ଆଦିବାସୀ ଦିବସ ପାଳୁଛି ବିଜୁ ଜନତା ଦଳ । ଆରମ୍ଭ ହୋଇଛି ଆଦିବାସୀ ଅଧିକାର ଅଭିଯାନ । ରାଜ୍ୟର ସମସ୍ତ ସଂରକ୍ଷିତ ଅଞ୍ଚଳରେ ଦିବସ ପାଳନ କରାଯାଉଛି । ଆଦିବାସୀଙ୍କ ପାରମ୍ପରିକ ନାଚଗୀତ ପରିବେଷଣ ହେଉଛି । ଦେଖିବାକୁ ମିଳିଛି ସେମାନଙ୍କ ସଭ୍ୟତା ଓ ବେଶଭୂଷା ଝଲକ । ସଂରକ୍ଷିତ ଅଞ୍ଚଳ ପରିଦର୍ଶନ କରି ଆଦିବାସୀଙ୍କ ସମସ୍ୟା ବୁଝିବେ ବିଜେଡି ନେତା । ଏଥିପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକ ନେତାଙ୍କୁ ଦାୟିତ୍ବ ପ୍ରଦାନ […]

ଭୁବନେଶ୍ୱର: ନିଆରା ଢଙ୍ଗରେ ବିଶ୍ୱ ଆଦିବାସୀ ଦିବସ ପାଳୁଛି ବିଜୁ ଜନତା ଦଳ । ଆରମ୍ଭ ହୋଇଛି ଆଦିବାସୀ ଅଧିକାର ଅଭିଯାନ । ରାଜ୍ୟର ସମସ୍ତ ସଂରକ୍ଷିତ ଅଞ୍ଚଳରେ ଦିବସ ପାଳନ କରାଯାଉଛି । ଆଦିବାସୀଙ୍କ ପାରମ୍ପରିକ ନାଚଗୀତ ପରିବେଷଣ ହେଉଛି । ଦେଖିବାକୁ ମିଳିଛି ସେମାନଙ୍କ ସଭ୍ୟତା ଓ ବେଶଭୂଷା ଝଲକ । ସଂରକ୍ଷିତ ଅଞ୍ଚଳ ପରିଦର୍ଶନ କରି ଆଦିବାସୀଙ୍କ ସମସ୍ୟା ବୁଝିବେ ବିଜେଡି ନେତା । ଏଥିପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକ ନେତାଙ୍କୁ ଦାୟିତ୍ବ ପ୍ରଦାନ କରିଛନ୍ତି । ଆଦିବାସୀଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ବିଶେଷ ଦୃଷ୍ଟି ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ମଦ ଦୋକାନ ଲାଇସେନ୍ସ ଲାଗି ଲଟେରୀ ଉଠାଣ: ଆଖିରେ ପଟି ବାନ୍ଧି ଚିର୍‌କୁଟ୍ ଉଠାଇ‌‌ଲେ ଜିଲ୍ଲାପାଳ

ପାଠପଢାରୁ ଆରମ୍ଭ କରି ନିଯୁକ୍ତି ପାଇଁ ବିଭିନ୍ନ ଯୋଜନା କରିଛନ୍ତି । କିଛି ଦିନ ତଳେ ରାଷ୍ଟ୍ରପତି ତଥା ଓଡ଼ିଶାର ଆଦିବାସୀ ଝିଅ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପାଇଁ ନବୀନ ଯେଉଁ ପଦକ୍ଷେପ ନେଇଥିଲେ, ତାହା ସାରା ବିଶ୍ବ ଦେଖିଛି । ଅପହଞ୍ଚ ଆଦିବାସୀ ଅଞ୍ଚଳକୁ ବିଦ୍ୟୁତ୍ ସେବାରୁ ଆରମ୍ଭ କରି ଡାକ୍ତର ନିଯୁକ୍ତି କରାଯାଇଛି । ସ୍ବାଭିମାନ ଅଞ୍ଚଳର ବିକାଶ କଥା ଏବେ କାହାକୁ ଅଛପା ନାହିଁ । କୋଭିଡ ଯୋଗୁ ଦୁଇ ବର୍ଷ ହେବ ଏହାକୁ ପାଳନ କରାଯାଇନଥିଲା । ଚଳିତବର୍ଷ କିନ୍ତୁ ସରକାରୀସ୍ତରରୁ ଆରମ୍ଭ କରି ଦଳୀୟ ଭିତ୍ତିରେ ଏହାକୁ ପାଳନ ଧୁମଧାମରେ ପାଳନ କରାଯାଉଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ; ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ନାମାଙ୍କନ, ଜୁନ୍ ୧୮ରେ ଭୋଟ୍

09 Aug 2022 By The Sakala

ନିଆରା ଢଙ୍ଗରେ ବିଶ୍ୱ ଆଦିବାସୀ ଦିବସ ପାଳୁଛି ବିଜୁ ଜନତା ଦଳ

ଭୁବନେଶ୍ୱର: ନିଆରା ଢଙ୍ଗରେ ବିଶ୍ୱ ଆଦିବାସୀ ଦିବସ ପାଳୁଛି ବିଜୁ ଜନତା ଦଳ । ଆରମ୍ଭ ହୋଇଛି ଆଦିବାସୀ ଅଧିକାର ଅଭିଯାନ । ରାଜ୍ୟର ସମସ୍ତ ସଂରକ୍ଷିତ ଅଞ୍ଚଳରେ ଦିବସ ପାଳନ କରାଯାଉଛି । ଆଦିବାସୀଙ୍କ ପାରମ୍ପରିକ ନାଚଗୀତ ପରିବେଷଣ ହେଉଛି । ଦେଖିବାକୁ ମିଳିଛି ସେମାନଙ୍କ ସଭ୍ୟତା ଓ ବେଶଭୂଷା ଝଲକ । ସଂରକ୍ଷିତ ଅଞ୍ଚଳ ପରିଦର୍ଶନ କରି ଆଦିବାସୀଙ୍କ ସମସ୍ୟା ବୁଝିବେ ବିଜେଡି ନେତା । ଏଥିପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକ ନେତାଙ୍କୁ ଦାୟିତ୍ବ ପ୍ରଦାନ କରିଛନ୍ତି । ଆଦିବାସୀଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ବିଶେଷ ଦୃଷ୍ଟି ଦେଇଛନ୍ତି ।

ପାଠପଢାରୁ ଆରମ୍ଭ କରି ନିଯୁକ୍ତି ପାଇଁ ବିଭିନ୍ନ ଯୋଜନା କରିଛନ୍ତି । କିଛି ଦିନ ତଳେ ରାଷ୍ଟ୍ରପତି ତଥା ଓଡ଼ିଶାର ଆଦିବାସୀ ଝିଅ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପାଇଁ ନବୀନ ଯେଉଁ ପଦକ୍ଷେପ ନେଇଥିଲେ, ତାହା ସାରା ବିଶ୍ବ ଦେଖିଛି । ଅପହଞ୍ଚ ଆଦିବାସୀ ଅଞ୍ଚଳକୁ ବିଦ୍ୟୁତ୍ ସେବାରୁ ଆରମ୍ଭ କରି ଡାକ୍ତର ନିଯୁକ୍ତି କରାଯାଇଛି । ସ୍ବାଭିମାନ ଅଞ୍ଚଳର ବିକାଶ କଥା ଏବେ କାହାକୁ ଅଛପା ନାହିଁ । କୋଭିଡ ଯୋଗୁ ଦୁଇ ବର୍ଷ ହେବ ଏହାକୁ ପାଳନ କରାଯାଇନଥିଲା । ଚଳିତବର୍ଷ କିନ୍ତୁ ସରକାରୀସ୍ତରରୁ ଆରମ୍ଭ କରି ଦଳୀୟ ଭିତ୍ତିରେ ଏହାକୁ ପାଳନ ଧୁମଧାମରେ ପାଳନ କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର